Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠୁ ସରକାରୀ ସ୍କୁଲରେ ଆରମ୍ଭ ହେବ ନାମ ଲେଖା
ଆଜିର ଖବର

ଆସନ୍ତାକାଲିଠୁ ସରକାରୀ ସ୍କୁଲରେ ଆରମ୍ଭ ହେବ ନାମ ଲେଖା

April 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆସନ୍ତାକାଲିଠୁ ସରକାରୀ ସ୍କୁଲରେ ନାମ ଲେଖା ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କ ସବୁ ଡିଇଓ, ବିଇଓ, ଡିପିସିଙ୍କୁ ଚିଠି କରିଛନ୍ତି। ମେ’ ୩୧ ତାରିଖ ସୁଦ୍ଧା ସମସ୍ତ ସରକାରୀ ସ୍କୁଲରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ଅତିରିକ୍ତ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ତେବେ କାର୍ଯ୍ୟ ଦିବସରେ ସକାଳ ୭ ଟାରୁ ୯ ଟା ୩୦ ଯାଏଁ ନାମ ଲେଖା ଚାଲିବ। କୋଭିଡ଼ ଗାଇଡଲାଇନ ଅନୁସାରେ ନାମଲେଖା ପ୍ରକ୍ରିୟା କରିବାକୁ ଅତିରିକ୍ତ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ମଧ୍ୟକୁ ୫ ଜଣ ରୁ ଅଧିକ ଅଭିଭାବକଙ୍କୁ ଏକା ସମୟରେ ପ୍ରବେଶ ପାଇଁ ବାରଣ କରାଯାଇଛି। ‘ଶିକ୍ଷା ସଂଯୋଗ’ ନାମକ ହ୍ବାଟ୍ସଆପ୍ ଗ୍ରୁପ କରାଯାଇ ଅଭିଭାବକମାନଙ୍କୁ ସୂଚନା ଦେବା ପାଇଁ କୁହାଯାଇଛି।

ଅତିରିକ୍ତ ସଚିବ ସରକାରୀ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.