Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରଲୋକରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ
ଆଜିର ଖବର

ପରଲୋକରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ

April 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ୮୭ବର୍ଷ ବୟସରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ମନୋଜ ଅସୁସ୍ଥ ଥିଲେ। ପୁଡୁଚେରୀସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂ ହୋମ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମନୋଜ ଦାସଙ୍କ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟରେ ପାରଦର୍ଶିତା ରହିଥିଲା। ଓଡ଼ିଶା  ଓ ଇଂରାଜୀ ସାହିତ୍ୟରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ବିୟୋଗ ଓଡ଼ିଶା ସାହିତ୍ୟ ଜଗତରେ ଶୂନ୍ୟସ୍ଥାନ ସୃଷ୍ଟି କରିଛି।

ଅନେକ କାଳଜୟୀ ଉପନ୍ୟାସର ସେ ସ୍ରଷ୍ଟା ଥିଲେ। ମନୋଜ ୨୦୦୧ରେ ପଦ୍ମଶ୍ରୀ ଏବଂ ୨୦୨୦ରେ ପଦ୍ମଭୂଷଣରେ ସମ୍ମାନିତ ହୋଇଥିଲେ। ଏହାସହ ସାହିତ୍ୟ ଏକାଡେମୀ ଓ ସାରସ୍ଵତ ସମ୍ମାନରେ ସେ ସମ୍ମାନିତ ହୋଇଥିଲେ।

ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଏକ ଯୁଗର ଅନ୍ତ ଘଟିଛି। ମନୋଜଙ୍କ ବିୟୋଗରେ ଓଡିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଶୋକପ୍ରକାଶ କରିଛନ୍ତି।

ପରଲୋକ ସାହିତ୍ୟିକ ମନୋଜ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026
Latest News

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.