ଭୁବନେଶ୍ବର: ଆସନ୍ତାକାଲି ୧୨ ଟି ଜିଲ୍ଲାରେ କୋଭିଡ଼ ଟୀକାକରଣ ବନ୍ଦ ରହିବା। ଖୋର୍ଦ୍ଧା, କଟକ, ପୁରୀ, କୋରାପୁଟ, ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଭଦ୍ରକ, ବୌଦ୍ଧ, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା ଜିଲ୍ଲାରେ ଟୀକାକରଣ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। କୋଭିଡ ଟୀକାକରଣ
ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟିDecember 14, 2025