Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ବ୍ୟବସାୟୀ ମହାସଂଘର ନିଷ୍ପତ୍ତି: ଏଣିକି ଦିନ ୨ ଟା ପରେ ବନ୍ଦ ହେବ ଦୋକାନ ବଜାର
ଆଜିର ଖବର

ରାଜ୍ୟ ବ୍ୟବସାୟୀ ମହାସଂଘର ନିଷ୍ପତ୍ତି: ଏଣିକି ଦିନ ୨ ଟା ପରେ ବନ୍ଦ ହେବ ଦୋକାନ ବଜାର

April 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ମେ’ ମାସରେ କରୋନା ପିକ୍ ରେ ରହିବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ମତ ରଖିଛନ୍ତି।

ତେଣୁ ଏଭଳି ପରିସ୍ଥିତିରେ ରାଜ୍ୟ ବ୍ୟବସାୟୀ ସଂଘ ଏକ ବଡ ନିଷ୍ପତ୍ତି ନେଇଛି। ଜୀବିକା ଠାରୁ ଜୀବନକୁ ଅଧିକ ଗୁରୁତ୍ଵ ଦେଇ ସାରା ରାଜ୍ୟରେ ସବୁ ଦୋକାନ ଦିନ ୨ଟା ପରେ ବନ୍ଦ ରହିବ ବୋଲି ସଂଘ ନିଷ୍ପତ୍ତି ନେଇଛି। ସପ୍ତାହନ୍ତ ସଟଡାଉନ ପରେ ଆସନ୍ତା ସୋମବାରଠାରୁ ରାଜ୍ୟର ସବୁ ଦୋକାନ ପାଇଁ ଏହି ନିୟମ ଲାଗୁ କରିବାକୁ ସଂଘ ଘୋଷଣା କରିଛି। ଏହି ନିୟମ ମେ’ ୧୫ ତାରିଖ ଯାଏଁ ଲାଗୁ ରହିବ। କିନ୍ତୁ ଦୋକାନ ବନ୍ଦ ରହିଲେ ମଧ୍ୟ ମାଲ୍‌ ପରିବହନ ଜାରି ରହିବ। ବ୍ୟବସାୟୀ ମହାସଂଘ ସମ୍ପାଦକ ସମ୍ପାଦକ ସୁଧାକର ପଣ୍ଡା ଏନେଇ ସୂଚନା ଦେଇଛନ୍ତି।

ତେବେ କଟକ ବ୍ୟବସାୟୀ ସଂଘ ମଧ୍ୟ ମେ’ ୩ ତାରିଖରୁ ଦିନ ୨ଟା ପରେ ଦୋକାନ ବଜାର ବନ୍ଦ ପାଇଁ ନିଷ୍ପତ୍ତି ନେଇଥିଲା।

କରୋନା ଦୋକାନ ବଜାର
Share. Facebook Twitter LinkedIn Email WhatsApp Copy Link

Related Posts

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.