ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ ସରକାର କରୋନାକୁ ନେଇ ସକାଳ ୧୦ ଟା ରେ ବଡ ଘୋଷଣା କରିପାରନ୍ତି। କୋଭିଡ଼ ପରିଚାଳନା ଉପରେ ରାଜ୍ୟ ସରକାର କିଛି ବଡ ଘୋଷଣା କରିପାରନ୍ତି। ତେବେ ମେ’ ମାସ ପାଇଁ ରାଜ୍ୟ ସରକାର କିଛି ନୂଆ ଗାଇଡଲାଇନ ଆଣିବେ ବୋଲି ଅନୁମାନ କରାଯାଉଛି। କରୋନା ବଡ ଘୋଷଣା ରାଜ୍ୟ ସରକାର