Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬୮ ହଜାର ୧୪୭ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୬୮ ହଜାର ୧୪୭ ଆକ୍ରାନ୍ତ

May 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୬୮ ହଜାର ୧୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୪୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯୯ ଲକ୍ଷ ୨୫ ହଜାର ୬୦୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୧୮ ହଜାର ୯୫୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୨ ଲକ୍ଷ ୯୩ ହଜାର ୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୪ ଲକ୍ଷ ୧୩ ହଜାର ୬୪୨ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026
Latest News

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026

X ଆକାଉଣ୍ଟର ପ୍ରୋଫାଇଲ୍ ଫଟୋ ପରିବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ମୋଦୀ: ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

May 7, 2026

ବିଜେପିରେ ଯୋଗଦେବେ ପ୍ରିୟଙ୍କା ଚତୁର୍ବେଦୀ?: ସ୍ପଷ୍ଟ କଲେ ଶିବସେନା (UBT) ନେତ୍ରୀ

May 7, 2026

ବିଜୟଙ୍କ ଶପଥ ଗ୍ରହଣ ଉତ୍ସବ ସ୍ଥଗିତ: ସରକାର ଗଠନ ପାଇଁ ଟିଭିକେ ସମ୍ମୁଖରେ ସର୍ତ୍ତ ରଖିଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.