Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ

May 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୦୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି ଏବଂ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୯ ହଜାର ୬୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୧୦ ହଜାର ୨୨୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୭ ହଜାର ୨୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲା ପ୍ରାଣ ହରାଇଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧାରେ ୬୬ତମ ପୁଲିସ ସ୍ମୃତି ଦିବସ ପାଳିତ

October 21, 2025

ଜନ ସୂରାଜ ପ୍ରାର୍ଥୀଙ୍କୁ ଉଠେଇନେଲା କି ବିଜେପି?: ସାଂଘାତିକ ଅଭିଯୋଗ ଆଣିଲେ ପ୍ରଶାନ୍ତ କିଶୋର

October 21, 2025

ରିଷଭ ପନ୍ତଙ୍କୁ ଅଧିନାୟକ, ବିସିସିଆଇ ଘୋଷଣା କଲା ଟିମ୍ ଇଣ୍ଡିଆ; ବାଦ ପଡ଼ିଲେ ଶୁଭମନ ଗିଲ୍

October 21, 2025

ଦୀପାବଳି ପରେ ସୁନା ଦର ହ୍ରାସ: ଜାଣନ୍ତୁ ଆଜିର ମୂଲ୍ୟ

October 21, 2025
Latest News

ଖୋର୍ଦ୍ଧାରେ ୬୬ତମ ପୁଲିସ ସ୍ମୃତି ଦିବସ ପାଳିତ

October 21, 2025

ଜନ ସୂରାଜ ପ୍ରାର୍ଥୀଙ୍କୁ ଉଠେଇନେଲା କି ବିଜେପି?: ସାଂଘାତିକ ଅଭିଯୋଗ ଆଣିଲେ ପ୍ରଶାନ୍ତ କିଶୋର

October 21, 2025

ବନ୍ଧୁତାର ହାତ ବଢାଇ ଭାରତକୁ ଝଟକା ଦେଲା ଚୀନ୍: ଏହି ମାମଲାରେ WTO କୁ କଲା ଅଭିଯୋଗ

October 21, 2025

ରିଷଭ ପନ୍ତଙ୍କୁ ଅଧିନାୟକ, ବିସିସିଆଇ ଘୋଷଣା କଲା ଟିମ୍ ଇଣ୍ଡିଆ; ବାଦ ପଡ଼ିଲେ ଶୁଭମନ ଗିଲ୍

October 21, 2025

ବ୍ରଜବିଳାସ ସାହିତ୍ୟ ଇ-ପତ୍ରିକାର ଚ଼ତୁର୍ଥ ସଂସ୍କରଣ ଲୋକାର୍ପିତ

October 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.