Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମକେ ଷ୍ଟାଲିନ ହେଲେ ତାମିଲନାଡୁର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ: ଶପଥ ପାଠ କରାଇଲେ ରାଜ୍ୟପାଳ
ଆଜିର ଖବର

ଏମକେ ଷ୍ଟାଲିନ ହେଲେ ତାମିଲନାଡୁର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ: ଶପଥ ପାଠ କରାଇଲେ ରାଜ୍ୟପାଳ

May 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ: ଡିଏମକେ ମୁଖ୍ୟ ଏମକେ ଷ୍ଟାଲିନ ଆଜି ତାମିଲନାଡୁର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚେନ୍ନାଇ ସ୍ଥିତ ରାଜଭବନରେ ଷ୍ଟାଲିନଙ୍କୁ ରାଜ୍ୟପାଳ ବନବାରିଲାଲ ପୁରୋହିତ ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ କ୍ୟାବିନେଟକୁ ଆସୁଥିବା ୩୩ ମନ୍ତ୍ରୀଙ୍କୁ ମଧ୍ୟ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଚଳିତ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଡିଏମକେକୁ ହରାଇ ଡିଏମକେ ଶାସନ କ୍ଷମତାକୁ ଆସିଛି। ଷ୍ଟାଲିନଙ୍କ ନେତୃତ୍ଵରେ ଡିଏମକେ ଷଷ୍ଠ ଥର ପାଇଁ ତାମିଲନାଡୁରେ କ୍ଷମତାକୁ ଆସିଛି। ଡିଏମକେ ୨୦୦୬-୨୦୧୧, ୧୯୯୬-୨୦୦୧, ୧୯୮୯-୯୧, ୧୯୭୧-୭୬ ଏବଂ ୧୯୬୭-୭୧ ପର୍ଯ୍ୟନ୍ତ ତାମିଲନାଡୁରେ ସରକାର ଗଠନ କରିଥିଲା।

ତେବେ ଏହି ନିର୍ବାଚନରେ ତାମିଲନାଡୁ ବିଧାନସଭା ମୋଟ ୨୩୪ ଟି ଆସନରୁ ଡିଏମକେ ମେଣ୍ଟକୁ ୧୫୯ ଟି ଆସନ ମିଳିଛି। ଯେଉଁଥିରେ ଡିଏମକେ ୧୩୩ ଟି ଆସନ ପାଇଥିବା ବେଳେ କଂଗ୍ରେସକୁ ୧୮ ଟି ଆସନ, ବିସିକେ ଦଳକୁ ୪ ଟି ଏବଂ ସିପିଏମ, ସିପିଆଇକୁ ୨ ଟି ଲେଖାଏଁ ଆସନ ମିଳିଛି। ସେହିଭଳି ବିରୋଧୀ ଦଳ ଏଆଇଡିଏମକେ ମେଣ୍ଟକୁ ମୋଟ ୭୫ ଟି ଆସନ ମିଳିଛି। ୭୫ ଆସନ ମଧ୍ୟରୁ ଏଆଇଡିଏମକେକୁ ୬୬ ଟି ଆସନ ମିଳିଥିବା ବେଳେ ପିଏମକେକୁ ୫ ଟି ଆସନ ଏବଂ ବିଜେପିକୁ ୪ ଟି ଆସନ ମିଳିଛି।

ଏମକେ ଷ୍ଟାଲିନ ଡିଏମକେ ତାମିଲନାଡୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.