Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା
ଆଜିର ଖବର

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା

May 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମଗ୍ର ବିଶ୍ୱ “ କରୋନା” ବା କୋଭିଡ୍‌- ୧୯ ଭୂତାଣୁ ଦ୍ୱିତୀୟ ଲହର ବିରୁଦ୍ଧରେ ଯୁଦ୍ଧ କରୁଛି। ସେପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ କୋଭିଡ ମୁକାବିଲାକୁ ଶାଣିତ କରାଯାଇଛି। ଏହି ଘଡିସନ୍ଧି ମୁହୂର୍ତ୍ତରେ କରୋନାର ମୁକାବିଲା ଓ ମାନବିକତା ଗତିବିଧିକୁ କ୍ରିୟାଶୀଳ କରି ରଖିବା ଉଦ୍ଦେଶ୍ୟରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ (OSIC) ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି “କୋଭିଡ୍–୧୯” କୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରି ସରକାରଙ୍କୁ ସହଯୋଗର ହାତ ବଢ଼େଇଛନ୍ତି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ ଏବଂ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ କୁମାର ସାହାଣୀ ଏହି ରାଶିର ଚେକ୍‌ ପ୍ରଦାନ କରିଛନ୍ତି।

ଏହି ଅବସରରେ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବ ଓ ଦୂରଦର୍ଶୀ କୋଭିଡ୍ ପରିଚାଳନା ଯୋଗୁଁ ଓଡ଼ିଶାରେ କୋଭିଡ ମହାମାରୀ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି। ଏହି ସାମ୍ପ୍ରତିକ ପରିସ୍ଥିତିରେ ସାମାଜିକ ଦୂରତ୍ୱକୁ ଯଥାସମ୍ଭବ ପାଳନ କରି ନିଜ ଘରେ ନିଜକୁ ଆବଦ୍ଧ ରଖି ନିଜର ଆତ୍ମୀୟସ୍ୱଜନ ଓ ପରିବାରବର୍ଗଙ୍କୁ ବିଶ୍ୱ ମହାମାରୀ କରୋନା ରୁ ସୁରକ୍ଷିତ ରଖିବାକୁ ଶ୍ରୀ ଚିନ୍ମୟ ସାହୁ ବିନମ୍ର ଅନୁରୋଧ କରିଛନ୍ତି।

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ କରୋନା କୋଭିଡ ମୁକାବିଲା ଦ୍ୱିତୀୟ ଲହର ସହାୟତା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରେ ବିଜେପି ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ: ଜଣେ ଗୁରୁତର

February 26, 2026

ରୌଦ୍ରତାପ ମୁକାବିଲା ଜନିତ ପ୍ରସ୍ତୁତି ବୈଠକ: ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଦେଲେ ଏହି ନିର୍ଦ୍ଦେଶ

February 26, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026
Latest News

ଚିଲିକାରେ ବିଜେପି ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ: ଜଣେ ଗୁରୁତର

February 26, 2026

୪୮ ଘଣ୍ଟା ମଧ୍ୟରେ ବାତିଲ ହେଲେ ବିମାନ ଟିକେଟ୍ ପାଇଁ ଦେୟ ନାହିଁ: ନିୟମ ପରିବର୍ତ୍ତନ କଲା DGCA

February 26, 2026

ରୌଦ୍ରତାପ ମୁକାବିଲା ଜନିତ ପ୍ରସ୍ତୁତି ବୈଠକ: ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଦେଲେ ଏହି ନିର୍ଦ୍ଦେଶ

February 26, 2026

ଏପଷ୍ଟାଇନ୍ ଫାଇଲ୍ସରେ ନାମ ଆସିବା ପରେ WEF ର CEO ଙ୍କ ଇସ୍ତଫା

February 26, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.