Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଫାଲକନ କଂପାନୀର ଚୋରୀ ହୋଇଥିବା ୨ଟି ଚିଙ୍ଗୁଡି ଦାନା ଟ୍ରକକୁ ଜବତ କଲା ପୋଲିସ, ଦୁଇ ଗିରଫ
ଅପରାଧ

ଫାଲକନ କଂପାନୀର ଚୋରୀ ହୋଇଥିବା ୨ଟି ଚିଙ୍ଗୁଡି ଦାନା ଟ୍ରକକୁ ଜବତ କଲା ପୋଲିସ, ଦୁଇ ଗିରଫ

May 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଫାଲକନ ଫିଡ୍ସ ରୁ ୨ ଟି ଚିଙ୍ଗୁଡି ଦାନା ବୋଝେଇ ଟ୍ରକ୍ ଲୁଟ୍ ଘଟଣାର ପର୍ଦ୍ଦାଫାଶ୍ କରିଛି ଟାଙ୍ଗୀ ପୋଲିସ। ଘଟଣାରେ ୨ ଜଣ ଲୁଟେରାଙ୍କୁ ଗିରଫ କରିବା ସହ ଗୋଟିଏ ଟ୍ରକ ଦୁଇଟି ଜବତ କରାଯାଇଛି। ଏହା ସହ ନଗଦ ୧୨ ଲକ୍ଷ ଟଙ୍କା ମଧ୍ୟ ଜବତ କରାଯାଇଛି। ଗିରଫ ଲୁଟେରା ଦ୍ୱୟ ହେଲେ କେନ୍ଦ୍ରାପଡା ରାଜନଗରର ଆଲୋକ ପ୍ରଧାନ ଓ ଭଦ୍ରକ ସାନକୃଷ୍ଣପୁରର ଗଣେଷ ଭଂଜ।

୭ ଦିନ ତଳେ ଫାଲକନ ଫିଡ୍ସରୁ ନେଟ୍ ୱାର୍କ କଂପାନୀର ୨ ଟି ଟ୍ରକ୍ ଯୋଗେଁ ଚିଙ୍ଗୁଡି ଦାନା ପଶ୍ଚିମ ଵଙ୍ଗକୁ ଚାଲାଣ କରାଯାଉଥିଲା। ଏହି ୨ ଟି ଟ୍ରକ୍ ରେ ୬୦ ଟନ୍ ଚିଙ୍ଗୁଡି ଦାନା ଥିଲା। ତେବେ ଏହି ଟ୍ରକ୍ ୨ ଟି ଠିକଣା ସ୍ଥାନରେ ନପହଂଚିବାରୁ ଫାଲକନ ଫିଡ୍ସ ପକ୍ଷରୁ ଟାଙ୍ଗୀ ଥାନାରେ ଅଭିଯୋଗ କରାଯାଇଥିଲା।

ଏ ନେଇ ଖୋରଧା ଏସପିଙ୍କ ନିର୍ଦ୍ଦେଶରେ ଟାଙ୍ଗୀ ଥାନା ଆଇଆଇସି ସରୋଜ କୁମାର ଉପାଧ୍ୟାୟଙ୍କ ନେତ୍ରୁତ୍ୱରେ ଏକ ଟିମ୍ ଗଠନ କରାଯାଇଥିଲା। ଏହି ଟିମ ବିଭିନ୍ନ ସ୍ଥାନରେ ଚଢାଉ କରି ଗୋଟିଏ ଟ୍ରକ୍ ଜବତ କରିବା ସହ ୧୭୧୭ ଚିଙ୍ଗୁଡି ଦାନା ବ୍ୟାଗ ଜବତ କରିଛି। ଏ ନେଇ ଟାଙ୍ଗୀ ଥାନା ପରିସରରେ ଗତକାଲି ସଂଧ୍ୟାରେ ଏକ ପ୍ରେସ ମିଟ୍ ଜରିଆରେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଏସ୍ ପି ସୁରେଶ କୁମାର ଦାସ।

ଟାଙ୍ଗି ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026

ପଞ୍ଜାବରେ ବିଜେପିର ରାଜନୈତିକ ରଣନୀତି, ଗାଁରୁ ବିଧାନସଭା ଆସନ ଯାଏଁ ହେବ ଅଭିଯାନ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.