Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ଲାକ୍ ଫଙ୍ଗସ୍ ମୁକାବିଲା ପାଇଁ ରାଜ୍ୟ ସରକାର ଗଠନ କଲେ ୭ ଜଣିଆ କମିଟି
ଆଜିର ଖବର

ବ୍ଲାକ୍ ଫଙ୍ଗସ୍ ମୁକାବିଲା ପାଇଁ ରାଜ୍ୟ ସରକାର ଗଠନ କଲେ ୭ ଜଣିଆ କମିଟି

May 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କରୋନାରୁ ସୁସ୍ଥ ହେବା ପରେ ବ୍ଲାକ୍ ଫଙ୍ଗସ୍ ରୋଗରେ ଆକ୍ରାନ୍ତ ଘଟଣାକୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ୭ ଜଣିଆ କମିଟି ଗଠନ କରିଛନ୍ତି। ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ପାଇଁ ଏହି କମିଟି ଗାଇଡଲାଇନ ପ୍ରସ୍ତୁତ କରିବ।

ତେବେ ଏଥିରେ ୭ ଜଣ ବିଶେଷଜ୍ଞ ଡାକ୍ତରଙ୍କୁ ସାମିଲ କରାଯାଇଛି। ଏସସିବି ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ନିରୁପମା ଚଇନି ଏହି କମିଟିରେ ଅଧ୍ୟକ୍ଷା ରହିବେ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କମିଟିର ଆବାହକ ରହିବେ।

ସେହିଭଳି ଏସସିବି ମେଡିକାଲର ଆଉ ୫ ଜଣ ପ୍ରଫେସର ଏହି କମିଟିରେ ସଦସ୍ୟ ରହିବେ। ରାଜ୍ୟର କୌଣସି ହସ୍ପିଟାଲରେ ବ୍ଲାକ୍ ଫଙ୍ଗସ୍ ଚିହ୍ନଟ ହେଲେ ସମ୍ପୃକ୍ତ ହସ୍ପିଟାଲର କର୍ତ୍ତୁପକ୍ଷ ଏହି କମିଟିକୁ ଜଣାଇବା ପାଇଁ ନିର୍ଦ୍ଦେଶ ରହିଛି।

କମିଟି ଗଠନ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିକେ ଶିବକୁମାର

June 3, 2026

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026
Latest News

ନ୍ୟୁଜିଲାଣ୍ଡ ଗସ୍ତରେ ତିନୋଟି ଫର୍ମାଟ୍ ଖେଳିବ ଟିମ୍ ଇଣ୍ଡିଆ: କାର୍ଯ୍ୟସୂଚୀ ଚୂଡ଼ାନ୍ତ କଲା BCCI 

June 3, 2026

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିକେ ଶିବକୁମାର

June 3, 2026

ଦୂର ହେବ ହରମୁଜ୍ ଚିନ୍ତା!: ଏହି ଦେଶ ସହିତ ଭାରତର ବଡ଼ ଚୁକ୍ତି ସମ୍ଭାବନା

June 3, 2026

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.