Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲକଡାଉନରେ ନକଲି ପରିଚୟ ପତ୍ର ବିକ୍ରି କରୁଥିବା ଯୁବକକୁ ଗିରଫ କଲା ପୋଲିସ
ଅପରାଧ

ଲକଡାଉନରେ ନକଲି ପରିଚୟ ପତ୍ର ବିକ୍ରି କରୁଥିବା ଯୁବକକୁ ଗିରଫ କଲା ପୋଲିସ

May 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସମଗ୍ର ବିଶ୍ଵକୁ କରୋନା ମହାମାରୀ କବଳିତ କରିଛି। ଏହି ସମୟରେ ଅନେକ ଲୋକଙ୍କ ଜୀବନ ଚାଲିଯାଉଥିବା ବେଳେ ଅନେକ ଲୋକ ରୋଜଗାର ହରାଇବସିଛନ୍ତି।

କିନ୍ତୁ ଏହି ସମୟରେ କିଛି ଲୋକ ଅସାମାଜିକ କାର୍ଯ୍ୟ କରିବାରେ ଲାଗି ପଡିଛନ୍ତି। ରାଜ୍ୟରେ ଲକଡାଉନ କଟକଣାର ସୁଯୋଗ ନେଇ କିଛି ଲୋକ ଆଇନ ବିରୋଧୀ କାର୍ଯ୍ୟରେ ଲିପ୍ତ ରହୁଛନ୍ତି। କଟକଣା ସମୟରେ ଅତି ଜରିରୀ ନଥିଲେ ଘରୁ ବାହାରିବା ପାଇଁ ଲୋକଙ୍କୁ ବାରଣ କରାଯାଇଛି। ହେଲ ଏହି କଟକଣାକୁ ନମାନି କେତେଜଣ ଅମାନିଆ ନକଲି ପରିଚୟ ପତ୍ର ଧରି ଘୂରିବୁଲୁଛନ୍ତି।

ତେବେ କିଛି ଯୁବକ ଆଇନ ଆଖିରେ ଧୁଳି ଫିଙ୍ଗି ଏହାର ଫାଇଦା ଉଠାଇବାରେ ଲାଗିପଡିଛନ୍ତି। ସେମାନେ ମିଥ୍ୟା ପରିଚୟ ପତ୍ର ତିଆରି କରି ପ୍ରତି ପରିଚୟ ପତ୍ର ପିଛା ୨୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଲୋକଙ୍କ ଠାରୁ ନେଉଛନ୍ତି।

ଏଭଳି ଏକ ଘଟଣା ରାଜଧାନୀ ଭୁବନେଶ୍ବରରେ ଦେଖବାକୁ ମିଳିଛି। ଜଣେ ଯୁବକ ବିଭିନ୍ନ କମ୍ପାନୀର ଲୋଗୋ ସଂଗ୍ରହ କରି ଲୋକଙ୍କୁ ନକଲି ପରିଚୟ ପତ୍ର ବିକ୍ରି କରିବା ପରେ ପୋଲିସ ହାତରେ ଧାରା ପଡିଛି। ଚନ୍ଦ୍ରଶେଖରପୁର ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଯୁବକଜଣଙ୍କୁ ଗିରଫ କରିଛି।

କରୋନା ନକଲି ପରିଚୟ ପତ୍ର ଭୁବନେଶ୍ବର ଯୁବକ ଗିରଫ ଲକଡାଉନ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

LPG Gas Cylinder New Rules 2026: ଅକ୍ଟୋବର ୧ରୁ ଗ୍ୟାସ୍ ନିୟମ ବଦଳିବ?

September 21, 2026
Latest News

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026

LPG Gas Cylinder New Rules 2026: ଅକ୍ଟୋବର ୧ରୁ ଗ୍ୟାସ୍ ନିୟମ ବଦଳିବ?

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.