Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇନକମ ଟ୍ୟାକ୍ସ ରିଟର୍ଣ୍ଣ ଅବଧିକୁ ବୃଦ୍ଧି କଲା ଆୟକର ବିଭାଗ
ଆଜିର ଖବର

ଇନକମ ଟ୍ୟାକ୍ସ ରିଟର୍ଣ୍ଣ ଅବଧିକୁ ବୃଦ୍ଧି କଲା ଆୟକର ବିଭାଗ

May 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ସଙ୍କଟ ଭିତରେ କର ଦାତାଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବ୍ୟକ୍ତିଗତ ଆୟକର ଟିଟର୍ଣ୍ଣ ଜମା କରିବା ଅବଧିକୁ କେନ୍ଦ୍ର ସରକାର ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛି।

ଏହାସହିତ କମ୍ପାନୀଗୁଡ଼ିକ ପାଇଁ କେନ୍ଦ୍ର ପ୍ରତ୍ୟେକ୍ଷ କର ବୋର୍ଡ ପକ୍ଷରୁ ଆୟକର ରିଟର୍ଣ୍ଣ ଜମା କରିବା ସମୟସୀମାକୁ ଏକ ମାସକୁ ବଢାଇ ୩୦ ନଭେମ୍ବର ଯାଏଁ କରାଯାଇଛି। ସେହିଭଳି ଯେଉଁମାନଙ୍କ ଆକାଉଣ୍ଟ ଅଡିଟ ଯ଼ୋଗ୍ୟ ସେମାନଙ୍କର ରିଟର୍ଣ୍ଣ ଫାଇଲ କରିବାର ଶେଷ ତାରିଖକୁ ଅକ୍ଟୋବର ୩୧ ତାରିଖକୁ ବୃଦ୍ଧି କରାଯାଇଛି।

ଆୟକର ବିଭାଗ ଇନକମ ଟ୍ୟାକ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.