Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

May 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୦୩ ଜଣ,ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୦୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୦୬ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୧୧ ଜଣ ,ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୫୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୧୦୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ରବିବାର ଥିବାରୁ ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ। ତେଣୁ ଟୀକା ପାଇଁ ଲୋକେ ଘରୁ ନବାହାରିବା ଲାଗି ସ୍ୱାସ୍ଥ୍ୟ ଅଧିକାରୀମାନେ ନିବେଦନ କରିଛନ୍ତି।

କରୋନା ଅପଡେଟ୍ ଚିଲିକା ଟୀକାକରଣ ବନ୍ଦ ରହିବ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.