Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖସୁନି କରୋନା ଗ୍ରାଫ୍, ଓଡିଶାରୁ 12 ହଜାର 8ଶହ 52 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଖସୁନି କରୋନା ଗ୍ରାଫ୍, ଓଡିଶାରୁ 12 ହଜାର 8ଶହ 52 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

May 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖସୁନି କରୋନା ଗ୍ରାଫ୍, ଓଡିଶାରୁ 12 ହଜାର 8ଶହ 52 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, ସାରା ଓଡିଶାରେ ଲକ ଡାଉନ ଥିଲେ ମଧ୍ୟ କରୋନା ଗ୍ରାଫ୍ ଖସିବାର ନାଁ ଧରୁନି। ହେଲେ ପୂର୍ବରୁ ଯେପରି ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିଲା ସେଥିରେ ସମାନ୍ୟ ରୋକ ଲାଗିଛି। ବର୍ତ୍ତମାନର ନୂଆ ତଥ୍ୟ ଅନୁସାରେ ଓଡିଶାରୁ 12 ହଜାର 852 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାର ପୂର୍ବ ରିପୋର୍ଟରେ ଏହି ସଂଖ୍ୟା ଥିଲା 11 ହଜାର 108।

ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 7 ହଜାର 195 ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ହେଉଛି 5 ହଜାର 657। ପୂର୍ବରୁ ସ୍ଥାନୀୟ ସଂକ୍ରାମଣଙ୍କ ସଂଖ୍ୟା କ୍ବାରଣ୍ଟାଇନରୁ ଅଦିକ ରହୁଥିଲା। ତେବେ ଗତ କିଛି ଦିନ ଧରି ସ୍ଥାନୀୟ ସଂକ୍ରାମଣଙ୍କ ସଂଖ୍ୟା ହ୍ରାସ ପାଉଛି।

 

Odisha Corona Update ଓଡିଶା କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.