Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୪୦ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୪୦ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ

May 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୪୦ ହଜାର ୮୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୭୪୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୬୫ ଲକ୍ଷ ୩୦ ହଜାର ୧୩୨ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୯ ହଜାର ୨୬୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୪ ଲକ୍ଷ ୨୫ ହଜାର ୪୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୮ ଲକ୍ଷ ୫ ହଜାର ୩୯୯ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଯାହା ଆଶଙ୍କା ଥିଲା, ତାହା ହେଲା: ଶେଷରେ ବଢିଲା ପେଟ୍ରୋଲ ଦର

March 20, 2026

୨୦୨୬ ଆଇପିଏଲ ରୁ ବାଦ ପଡିଲେ ୭ ଖେଳାଳି: ଜାଣନ୍ତୁ କିଏ?

March 20, 2026

ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

March 20, 2026

ସବୁଠାରୁ ଶକ୍ତିଶାଳୀ ଚୁମ୍ବକ ତିଆରି କରିବ ଭାରତ: ମୋଦି ସରକାରଙ୍କ ବଡ଼ ଯୋଜନା

March 20, 2026
Latest News

ଯାହା ଆଶଙ୍କା ଥିଲା, ତାହା ହେଲା: ଶେଷରେ ବଢିଲା ପେଟ୍ରୋଲ ଦର

March 20, 2026

୨୦୨୬ ଆଇପିଏଲ ରୁ ବାଦ ପଡିଲେ ୭ ଖେଳାଳି: ଜାଣନ୍ତୁ କିଏ?

March 20, 2026

ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

March 20, 2026

ସବୁଠାରୁ ଶକ୍ତିଶାଳୀ ଚୁମ୍ବକ ତିଆରି କରିବ ଭାରତ: ମୋଦି ସରକାରଙ୍କ ବଡ଼ ଯୋଜନା

March 20, 2026

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.