Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୪୦୫  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୪୦୫  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

May 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୪୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୪୯, କଟକରୁ ୯୫୪, ଅନୁଗୁଳରୁ ୯୦୮, ସୁନ୍ଦରଗଡରୁ ୭୦୫, ମୟୂରଭଞ୍ଜରୁ ୫୬୪, ଯାଜପୁରରୁ ୪୯୫, ଭଦ୍ରକରୁ ୪୮୨, ପୁରୀରୁ ୪୭୨, ସମ୍ବଲପୁରରୁ ୩୫୪, ବରଗଡରୁ ୩୩୧, ଜଗତସିଂହପୁରରୁ ୩୦୯,  କେନ୍ଦ୍ରାପଡାରୁ ୩୦୫, ବଲାଙ୍ଗୀରିରୁ ୨୭୪, ନବରଙ୍ଗପୁରରୁ ୨୫୫, କୋରାପୁଟରୁ ୨୫୧, ଗଞ୍ଜାମରୁ ୨୪୨, ବୌଦ୍ଧରୁ ୨୦୦,  ନୟାଗଡରୁ ୧୯୦, ଝାରସୁଗୁଡାରୁ ୧୮୬, ବାଲେଶ୍ବରରୁ ୧୮୧, ରାୟଗଡାରୁ ୧୭୨, ଢେଙ୍କାନାଳରୁ ୧୫୫, କେନ୍ଦୁଝରରୁ ୧୪୯, ସୋନପୁରରୁ ୧୨୩, ଦେବଗଡରୁ ୧୦୬, ମାଲକାନଗିରିରୁ ୧୦୨, କନ୍ଧମାଳରୁ ୮୨, ଗଜପତିରୁ ୬୮, ନୂଆପଡାରୁ ୫୧, କଳାହାଣ୍ଡିରୁ ୩୬ ଏବଂ ଷ୍ଟେଟ ପୁଲରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୬ ଲକ୍ଷ ୮୦ ହଜାର ୯୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୪ ହଜାର ୯୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୭୦ ହଜାର ୫୨୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୧ ହଜାର ୬୬୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୭୫୪ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.