Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ପର୍ଯ୍ୟାୟ କ୍ରମେ ଖୋଲିବ ଲକ ଡାଉନ, ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଦେଲେ ସୂଚନା
ବିଶେଷ ଖବର

ରାଜ୍ୟରେ ପର୍ଯ୍ୟାୟ କ୍ରମେ ଖୋଲିବ ଲକ ଡାଉନ, ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଦେଲେ ସୂଚନା

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ପର୍ଯ୍ୟାୟ କ୍ରମେ ଖୋଲିବ ଲକ ଡାଉନ, ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ବର, ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି।

କିନ୍ତୁ ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ ହାର କମୁଛି, ସେଠାରେ ପଯ୍ୟାୟକ୍ରମେ ଅନ୍‌-ଲକ୍ ପ୍ରକ୍ରିୟା ଆରମ୍ଭ କରିବା ବିଷୟ ସରକାରଙ୍କ ବିଚରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଫଳରେ ଜୁନ 17 ତାରିଖ ପରେ ଯେଉଁ ଜିଲ୍ଲାରେ ସଂକ୍ରାମଣ ସଂଖ୍ୟା ହ୍ରାସ ପାଇଛି ସେଗୁଡିକ କେବ ଅନ୍ ଲକ ହେବ।

ଏହି ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ଘଟି ନ ଥିବା ଆଶ୍ବସ୍ତିର ବିଷୟ ।

ରାଜ୍ୟରେ ପିଜିଟିଭିଟି ହାର କମି ଥିବାରୁ ICU ଓ ଅକ୍‌ସିଜେନ ସଂଯୁକ୍ତ ବେଡ୍ ଉପରେ ଚାପ ହ୍ରାସ ପାଇଛି । ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ ।

Naveen Patnaik ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.