Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ସଂକ୍ରମଣ ସାମାନ୍ୟ, ଆସନ୍ତାକାଲି ବାଣପୁରରେ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ସଂକ୍ରମଣ ସାମାନ୍ୟ, ଆସନ୍ତାକାଲି ବାଣପୁରରେ ଟୀକା

June 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୮ ଜଣ, ଚିଲିକା ବ୍ଲକରେ ୯ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୯ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୮ ଜଣ, ଚିଲିକା ବ୍ଲକରୁ ୧୭ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୬ ଜଣ, ଚିଲିକା ବ୍ଲକରେ ୫୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୫୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଣପୁରରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ସୁନାଖଳା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୨୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା ବାଣପୁର ସଂକ୍ରମଣ ସାମାନ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ରକ୍ତଚାପ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 6, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026
Latest News

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.