Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ସଂକ୍ରମଣ ସ୍ଥିର, ଆସନ୍ତାକାଲି ବାଣପୁରରେ ଦ୍ଵିତୀୟ ଡୋଜ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ସଂକ୍ରମଣ ସ୍ଥିର, ଆସନ୍ତାକାଲି ବାଣପୁରରେ ଦ୍ଵିତୀୟ ଡୋଜ ଟୀକା

June 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୪ ଜଣ, ଚିଲିକା ବ୍ଲକରେ ୧୩ ଜଣ, ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨ ଜଣ, ଚିଲିକା ବ୍ଲକରୁ ୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୫୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୪ ଜଣ, ଚିଲିକା ବ୍ଲକରେ ୬୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଣପୁରରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ୧୦୦ ଗୋଟି, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଟି ଏବଂ ସୁନାଖେଳା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା ଦ୍ଵିତୀୟ ଡୋଜ ଟୀକା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

କ୍ରାନ୍ତି ପକ୍ଷରୁ କର୍କଟ ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ

June 9, 2026

ଡାଲି-ରୋଟି-ଭାତରେ ଲୁଚିଛି କି ମଧୁମେହର ରହସ୍ୟ? ଜାଣନ୍ତୁ କ’ଣ କହୁଛନ୍ତି ବିଶେଷଜ୍ଞ

June 9, 2026
Latest News

ଏକ ବଡ଼ ‘ମେଗା ନିଯୁକ୍ତି ମେଳା’ ଆୟୋଜନ କରିବ କଂଗ୍ରେସ: ଜାଣନ୍ତୁ କେବେ?

June 13, 2026

ଓଡିଶା ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି, ବସିଲା ସୁରକ୍ଷା ବୈଠକ

June 13, 2026

ରଜ ଉତ୍ସବ ପାଇଁ ରବିନ୍ଦ୍ର ମଣ୍ଡପରେ ମଶାଲ ତରଫରୁ ରଂଗାରଂଗ କାର୍ଯ୍ୟକ୍ରମ

June 13, 2026

୨୫ ଓଭର ଖେଳାଯିବ ପ୍ରଥମ ଦିନିକିଆ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

June 13, 2026

ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ ଅପଡେଟ: ଏବେ ୨୦-୨୦ ଓଭର ମ୍ୟାଚ୍ କୁ ଅପେକ୍ଷା

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.