Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ୭୩ ଦିନ ପରେ ୮ ଲକ୍ଷରୁ କମ ହେଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

କରୋନା ଅପଡେଟ୍: ଦେଶରେ ୭୩ ଦିନ ପରେ ୮ ଲକ୍ଷରୁ କମ ହେଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

June 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୫୮୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୭ ଲକ୍ଷ ୬୨ ହଜାର ୭୯୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୩ ହଜାର ୪୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୪ ଲକ୍ଷ ୭୨ ହଜାର ୯୧୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୯୮ ହଜାର ୬୫୬ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ ସକ୍ରିୟ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ୩୭୮ ରନ୍ ଟାର୍ଗେଟ ଦେଲା ଭାରତ: ବୈଭବଙ୍କ ପରେ ଅନୁକୂଳଙ୍କ ବିସ୍ଫୋରକ ପାଳି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026

International Day of Yoga:କୋଲକାତାରେ ବହୁ ଅଭ୍ୟାସକାରୀଙ୍କ ଗହଣରେ ଯୋଗ କଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ: କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଯୋଗାଭ୍ୟାସ

June 21, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ୩୭୮ ରନ୍ ଟାର୍ଗେଟ ଦେଲା ଭାରତ: ବୈଭବଙ୍କ ପରେ ଅନୁକୂଳଙ୍କ ବିସ୍ଫୋରକ ପାଳି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

International Day of Yoga:କୋଲକାତାରେ ବହୁ ଅଭ୍ୟାସକାରୀଙ୍କ ଗହଣରେ ଯୋଗ କଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ: କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଯୋଗାଭ୍ୟାସ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.