Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଜୁନ 21 ରୁ 30 ତାରିଖ ଯାଏଁ ଏହି ଟ୍ରେନଗୁଡିକ ହେବ ବାତିଲ୍
ଜାତୀୟ ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଜୁନ 21 ରୁ 30 ତାରିଖ ଯାଏଁ ଏହି ଟ୍ରେନଗୁଡିକ ହେବ ବାତିଲ୍

June 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଶାଖାପାଟଣା – ଶାଲିମାର ମଧ୍ୟରେ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ
ବିଶାଖାପାଟଣା – ଶାଲିମାର ମଧ୍ୟରେ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ

ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ହେଲେ ଏଯାଏଁ ଦେଶରୁ ବିପଦ ଟଳିନି। ତୃତୀୟ ଲହରୀ ଆସିବା ସମ୍ଭାବନା ଥିବାରୁ କଟକଣାକୁ ସଂପୂର୍ଣ୍ଣ ଭାବେ କୋହଳ କରାଯାଇ ନାହିଁ। ଏହି ପ୍ରରିପ୍ରେକ୍ଷୀରେ କେତୋଟି ଟ୍ରେନକୁ ଜୁନ 21 ତାରିଖରୁ 30 ତାରିଖ ଯାଏଁ ବାତିଲ କରାଯାଇଥିବା ବେଳେ କେତୋଟି ଟ୍ରେନକୁ ଶନିବାର ଏବଂ ରବିବାର ଦିନ ବାତିଲ କରାଯାଇଛି। ସେହିଭଳି କେତୋଟି ଟ୍ରେନକୁ ଆଂଶିକ ବାତିଲ କରାଯାଇଛି।

ଜୁନ 21 ରୁ 30 ତାରିଖ ଯାଏଁ ବାତିଲ ହୋଇଥିବା ଟ୍ରେନଗୁଡିକ ହେଲା:

1- 08528/08527 ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍ ସ୍ପେସାଲ୍ ବିଶାଖାପାଟନମ୍ ରୁ 21 ରୁ 30 ଜୁନ୍ ଏବଂ ରାୟପୁରରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ

2- 08515/08516 ବିଶାଖାପାଟନମ୍-କିରନ୍ଦୁଲ-ବିଶାଖାପାଟନମ୍ ସ୍ପେସାଲ୍ ବିଶାଖାପାଟନମ୍ ଠାରୁ 21 ରୁ 30 ଜୁନ୍ ପର୍ଯ୍ୟନ୍ତ ଏବଂ କିରନ୍ଦୁଲରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ

3- 08445/08446 ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ସ୍ପେଶାଲ ଭୁବନେଶ୍ୱର ଠାରୁ 21 ରୁ 30 ଜୁନ୍ ଏବଂ ଜଗଦଲପୁରରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ

4- 08561/08562 ବିଶାଖାପାଟନମ୍-କାଚେଗୁଡା-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟନମ୍ ରୁ 21 ରୁ 30 ଜୁନ୍ ପର୍ଯ୍ୟନ୍ତ ଏବଂ କାଚେଗୁଡା ଠାରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ

5- 07488/07487 ବିଶାଖାପାଟନମ୍-କଡପା-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟଣା ଠାରୁ 21 ରୁ 30 ଜୁନ୍ ଏବଂ କଡପା ଠାରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ

6- 02831/02832 ବିଶାଖାପାଟନମ୍-ଲିଙ୍ଗମପଲ୍ଲୀ-ବିଶାଖାପାଟନମ୍ ସ୍ପେଶାଲ୍ ଜୁନ 21 ରୁ 30 ତାରିଖ ପର୍ଯ୍ୟନ୍ତ ଏବଂ ଲିଙ୍ଗମପଲ୍ଲୀ ଠାରୁ 22 ଜୁନ ରୁ ଜୁଲାଇ ପହିଲା ପର୍ଯ୍ୟନ୍ତ

ଶନିବାର ଏବଂ ରବିବାର ଦିନମାନଙ୍କରେ ବାତିଲ୍ ହେଉଥିବା ଟ୍ରେନ:

01. 08428/08427 ପୁରୀ-ଅନୁଗୁଳ-ପୁରୀ ବିଶେଷ ଟ୍ରେନ

02. 08433/08434 ଭୁବନେଶ୍ୱର-ପଲାସା-ଭୁବନେଶ୍ୱର ବିଶେଷ ଟ୍ରେନ

03. 02892/02891 ଭୁବନେଶ୍ୱର-ବାଙ୍ଗିରିପୋସି-ଭୁବନେଶ୍ୱର ସ୍ପେଶାଲ୍ ଟ୍ରେନ

ଆଂଶିକ ବାତିଲ୍ ହେଉଥିବା ଟ୍ରେନ:

(କ)- 08428/08427 ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ଉଭୟ ଦିଗରୁ 21 ଏବଂ 25 ଜୁନ୍ ଏବଂ 28 ରୁ 30 ଜୁନ୍, 2021 ମଧ୍ୟରେ ପୁରୀ ଓ ତାଳଚେର ମଧ୍ୟରେ ଚଳାଚଳ କରିବ ଏବଂ ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ୍ ରହିବ

ତେବେ ରାତ୍ରି 8 ଘଟିକା ପର୍ଯ୍ୟନ୍ତ ଯାତ୍ରୀ ସଂରକ୍ଷଣ ପ୍ରଣାଳୀ (ପିଆରଏସ) କାଉଣ୍ଟର ଖୋଲା ରହିବ। କୋଭିଡ଼-19 ସଙ୍କଟ ସମୟରେ ପ୍ରତିଷେଧକ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଲକଡାଉନ୍ ସମୟ ବଳବତ୍ତର ପର୍ଯ୍ୟନ୍ତ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ରାତ୍ରି 8 ଘଟିକା ପର୍ଯ୍ୟନ୍ତ ଯାତ୍ରୀ ସଂରକ୍ଷଣ ପ୍ରଣାଳୀ (ପିଆରଏସ) କାଉଣ୍ଟର ଖୋଲା ରଖିବାକୁ ରେଳବାଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଅଛି।

କରୋନା ସଂକ୍ରମଣ ବାତିଲ
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.