Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ଆଇଏଏସ ଗୁରୁପ୍ରସାଦ ମହାପାତ୍ରଙ୍କ କରୋନାରେ ପରଲୋକ, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୋକ
ଆଜିର ଖବର

ବରିଷ୍ଠ ଆଇଏଏସ ଗୁରୁପ୍ରସାଦ ମହାପାତ୍ରଙ୍କ କରୋନାରେ ପରଲୋକ, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୋକ

June 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଆଇଏଏସ ଗୁରୁପ୍ରସାଦ ମହାପାତ୍ରଙ୍କ କରୋନାରେ ପରଲୋକ, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର, ବରିଷ୍ଠ ଆଇପିଏସ ଦେବାଶିଷ ମହାପାତ୍ରଙ୍କ ପରଲୋକ ଖବର ପରେ ରାଜ୍ୟ ଆଉ ଜଣେ ବରିଷ୍ଠ ଆଇଏଏସଙ୍କୁ ମଧ୍ୟ ହରାଇଛି। କରୋନାରେ ଗୁରୁତର ହୋଇପଡିଥିବା ଓଡିଆ ଆଇଏଏ, ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ ଘଟିଛି। ସେ ଦିଲ୍ଲୀ ଏମସରେ ଚିକିତ୍ସିତ ହେଉଥିଲେ। ୧୯୮୬ ବ୍ୟାଚ୍ ଗୁଜୁରାଟ କ୍ୟାଡରର ଆଇଏଏସ୍ ଗୁରୁପ୍ରସାଦ ହେଉଛନ୍ତି ଓଡିଶାର ପ୍ରଖ୍ୟାତ ସାହିତ୍ୟିକ ମହାପାତ୍ର ନୀଳମଣି ସାହୁଙ୍କ ପୁତ୍ର।

ଗୁରୁପ୍ରସାଦ କେନ୍ଦ୍ର ସରକାରଙ୍କ ଡିପିଆଇଆଇଟି (ଡିପାର୍ଟମେଣ୍ଟ ଫର୍ ପ୍ରମୋସନ ଅଫ୍ ଇଣ୍ଡଷ୍ଟ୍ରି ଆଣ୍ଡ ଇଣ୍ଟରନାସନାଲ ଟ୍ରେଡ୍) ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ। ଏହା ପୂର୍ବରୁ ସେ ଏୟାରପୋର୍ଟ ଅଥରିଟ ଅଫ ଇଣ୍ଡିଆର ଅଧ୍ୟକ୍ଷ ମଧ୍ୟ ଥିଲେ। ସେ ମଧ୍ୟ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନର କମିସନର ଭାବରେ କାର୍ଯ୍ୟ କରିଥିଲେ ଏବଂ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଭାବରେ ନିଯୁକ୍ତ ହୋଇଥିଲେ।

ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ପିୟୁଶ ଗୋଏଲ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.