Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ୮୮ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ୮୮ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ

June 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୩ ହଜାର ୨୫୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୪୨୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୯ ଲକ୍ଷ ୩୫ ହଜାର ୨୨୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୮ ହଜାର ୧୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୮ ଲକ୍ଷ ୪୪ ହଜାର ୧୯୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୨ ହଜାର ୮୮୭ ଆକ୍ଟିଭ୍‌ କେସ୍ ରହିଛି।

କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026

ରେଳବାଇରେ ଆପତ୍ତିଜନ ବିଜ୍ଞାପନ ପ୍ରଦର୍ଶନ ନିଷିଦ୍ଧ: ଅଶ୍ୱିନୀ ବୈଷ୍ଣବ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.