Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିରରେ ପାଳନ ହେଲା ରୁକ୍ମିଣୀ ହରଣ ସହ ବିବାହ ମହୋତ୍ସବ
ଆଜିର ଖବର

ଶ୍ରୀମନ୍ଦିରରେ ପାଳନ ହେଲା ରୁକ୍ମିଣୀ ହରଣ ସହ ବିବାହ ମହୋତ୍ସବ

June 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Paitalagi Niti to be Performed today in Sri Mandir
Paitalagi Niti to be Performed today in Sri Mandir

ପୁରୀ, ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ସୋମବାର ଦିନ ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏକାଦଶୀ ବିବାହ ମହୋତ୍ସବ ଓ ଜଳକ୍ରୀଡ଼ା ନୀତି ପାଳିତ ହେଉଛି। ସକାଳ ଧୂପ ପରେ ଦକ୍ଷିଣ ଘରେ ଶ୍ରୀମଦନମୋହନ ବେଶ ହୋଇଥାନ୍ତି। ମହାଲକ୍ଷ୍ମୀ (ଶ୍ରୀଦେବୀ) ଆଜ୍ଞାମାଳ ପାଇ ଲକ୍ଷ୍ମୀ ମନ୍ଦିର ଜଗମୋହନ ଖଟକୁ ବିଜେ ହେବା ପରେ ବନକଲାଗି ଓ ଅଳଙ୍କାରଲାଗି ବେଶ ହୋଇଥାଏ। ଏହି ସମୟରେ ତାଳପତ୍ରର ଲକ୍ଷ୍ମୀଙ୍କ ମନୋଭାବକୁ ଲିଖନ କରି ଜୟବିଜୟ ଦ୍ୱାର ଠାରେ ବିଜେ ହୋଇଥିବା ଶ୍ରୀମଦନମୋହନଙ୍କ ନିକଟକୁ ବିପ୍ରଙ୍କ ହାତରେ ଚିଟାଉ ପ୍ରେରଣ କରନ୍ତି।

ରଥରେ ବିଜେ ଶ୍ରୀମଦନମୋହନ ବିମଳା ମନ୍ଦିର ନିକଟରେ ଅପେକ୍ଷା କରିଥାନ୍ତି। ମହାଲକ୍ଷ୍ମୀ ଗ୍ରାମଦେବୀ (ବିମଳା)ଙ୍କ ପୂଜା ସାରି ଫେରିବା ବାଟରେ ଶ୍ରୀମଦନମୋହନ ହରଣ କରିଥାନ୍ତି। ବାଟରେ ପଥ ଅବରୋଧ କରୁଥିବା ଶିଶୁପାଳକୁ ପରାସ୍ତ କରି ବନ୍ଦୀ କରିବା ପରେ ଜ୍ୟେଷ୍ଠ ଭ୍ରାତା ବଳରାମ ତାକୁ ବନ୍ଧନମୁକ୍ତ କରନ୍ତି। ଶ୍ରୀମଦନମୋହନଓ ମହାଲକ୍ଷ୍ମୀ ବିବାହ ମଣ୍ଡପ (ମାଜଣା ମଣ୍ଡପ) କୁ ବିଜେ କଲା ପରେ ସନ୍ଧ୍ୟାଧୂପ ପୂଜା ବସିବା ମାତ୍ରେ ହିଁ ସଂକଳ୍ପ ବାକ୍ୟ ପଠନ ପୂର୍ବକ ବିବାହ କାର୍ଯ୍ୟ ସମାପନ କରନ୍ତି।

ରୁକ୍ମିଣୀ ହରଣ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.