Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୪୫୬ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୩ ହଜାର ୪୫୬ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

June 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୪୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୭୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୮୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୪୮ ହଜାର ୯୬୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୪ ହଜାର ୨୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୬୭୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୩ ହଜାର ୪୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୯୯ ଜଣ, କଟକ ଜିଲ୍ଲାରୁ ୪୮୦ ଜଣ, ଅନୁଗୁଳ ଜିଲ୍ଲାରୁ ୧୧୮ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୭୪ ଜଣ, ବରଗଡ ଜିଲ୍ଲାରୁ ୬୯ ଜଣ, ଭଦ୍ରକ ଜିଲ୍ଲାରୁ ୧୯୪, ବଲାଙ୍ଗୀରି ଜିଲ୍ଲାରୁ ୨୮, ବୌଦ୍ଧ ଜିଲ୍ଲାରୁ ୨୫, ଦେବଗଡ ଜିଲ୍ଲାରୁ ୧୧, ଢେଙ୍କାନାଳ ଜିଲ୍ଲାରୁ ୫୭ ଜଣ, ଗଜପତି ଜିଲ୍ଲାରୁ ୧୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୮୧ ଜଣ, ଯାଜପୁର ଜିଲ୍ଲାରୁ ୨୬୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୩୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪୭ ଜଣ, କେନ୍ଦୁଝର ଜିଲ୍ଲାରୁ ୭୩ ଜଣ, କୋରାପୁଟ ଜିଲ୍ଲାରୁ ୮୧ ଜଣ, ମାଲକାନାଗିରି ଜିଲ୍ଲାରୁ ୮୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୮୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୨ ଜଣ, ନୟାଗଡ ଜିଲ୍ଲାରୁ ୧୨୬ ଜଣ, ନୂଆପଡା ଜିଲ୍ଲାରୁ ୧୬ ଜଣ, ପୁରୀ ଜିଲ୍ଲାରୁ ୨୮୯ ଜଣ, ରାୟଗଡା ଜିଲ୍ଲାରୁ ୫୬ ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ ଜଣ, ସୋନପୁର ଜିଲ୍ଲାରୁ ୪୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୯୦ ଜଣ ଏବଂ ଷ୍ଟେଟ ପୁଲରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025

୨୦୨୫ର ସବୁଠାରୁ ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ରେକର୍ଡ ବ୍ୟବଧାନରେ ପରାସ୍ତ କଲା ଅଷ୍ଟ୍ରେଲିଆ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.