Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେବସ୍ନାନ ପାଇଁ ପ୍ରସ୍ତୁତି ଶେଷ, ସୁରକ୍ଷା ପାଇଁ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ, ୧୪୪ ଧାରା ଲାଗୁହେଲା
ଆଜିର ଖବର

ଦେବସ୍ନାନ ପାଇଁ ପ୍ରସ୍ତୁତି ଶେଷ, ସୁରକ୍ଷା ପାଇଁ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ, ୧୪୪ ଧାରା ଲାଗୁହେଲା

June 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେବସ୍ନାନ ପାଇଁ ପ୍ରସ୍ତୁତି ଶେଷ, ସୁରକ୍ଷା ପାଇଁ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ, ୧୪୪ ଧାରା ଲାଗୁହେଲା

ପୁରୀ, ଦେବେସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଆଜି ରାତି ୧୦ଟାରୁ ଆସନ୍ତା ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି। ଭକ୍ତମାନେ ନ ଥିଲେ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ। ଏହି ସୁରକ୍ଷା ବ୍ୟବସ୍ଥାରେ ୫ଜଣ ଅତିରିକ୍ତ ଏସପି, ୨୩ ଜଣ ଡ଼ିଏସପି, ୪୧ ଜଣ ଇନ୍ସପେକ୍ଟର, ୧୫୦ ଜଣ ଅନ୍ୟ ଅଫିସର ମୁତୟନ ରହିବେ। କେବଳ ନୀତି ସହିତ ସମ୍ପୃକ୍ତ ସେବାୟତ ତଥା ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇ ଥିବା ସେବାୟତଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡାଯିବ। ଏହାସହ ସହରର ୧୫ଟି ସ୍ଥାନରେ ଲାଗିଛି ସିସିଟିଭି।

ଚଳିତ ବର୍ଷ ବିଳମ୍ବିତ ରାତିରୁ ପ୍ରଭୃଙ୍କ ନିତିକାନ୍ତି ଆରମ୍ଭ ହେବ। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ଜାରୀ କରାଯାଇଛି ସମୟ ନିର୍ଘଣ୍ଟ। ସେହି ଅନୁସାରେ ପହଣ୍ଡି ବିଜେ- ରାତ୍ରୀ ୧ଟାରୁ ଭୋର ୪ଟା ପର୍ଯ୍ୟନ୍ତ କରାଯିବ। ମଙ୍ଗଳା ଆରତି- ଭୋର ୪ଟା ୩୦, ଜଳ ବିଜେ- ସକାଳ ୭ଟା ୩୦ ରୁ ୯ ଟା ୩୦, ନୂଆଲୁଗା ଲାଗି- ୧୦ଟା, ଛେରାପହଁରା- ୧୦ଟା ୩୦ , ହାତୀ ବେଶ- ୧୧ଟାରୁ ୧୨ ଟା ପଯ୍ୟନ୍ତ।

ହାତୀ ବେଶ ପରେ ସାହାଣ ମେଲା ବା ସାଧାରଣ ଦର୍ଶନ କରାଯାଇଥାଏ। ହେଲେ ଚଳିତ ବର୍ଷ କରୋନା ପାଇଁ ସାହଣମେଲା ବନ୍ଦ କରାଯାଇଛି। ବାହୁଡା ପହଁଣ୍ଡି- ଅପରାହ୍ନ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ଚାଲିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ନିଷ୍ପତି କରିଛି।

ଜଗନ୍ନାଥ ଦେବସ୍ନାନ ପୂର୍ଣ୍ଣିମା ପୁରୀ ଶ୍ରୀଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026
Latest News

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.