Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ଅଲିମ୍ପିକ ଦିବସରେ ଭାରତୀୟ ଅଲିମ୍ପିଆନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
PIB_NEWS

ଅଲିମ୍ପିକ ଦିବସରେ ଭାରତୀୟ ଅଲିମ୍ପିଆନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଲିମ୍ପିକ ଦିବସରେ ଭାରତୀୟ ଅଲିମ୍ପିଆନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ବିଭିନ୍ନ ଅଲିମ୍ପିକ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀଙ୍କ ପାଇଁ ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଅଲିମ୍ପିକ ଦିବସ ଅବସରରେ କହିଛନ୍ତି । ଏହାସହିତ ସେ ଟୋକିଓ ଅଲିମ୍ପିକରେ ଭାଗ ନେଉଥିବା ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ ଯୋଗେ ଜଣାଇଛନ୍ତି ଯେ,

ଆଜି ଅଲିମ୍ପିକ ଦିବସରେ ବିଭିନ୍ନ ଅଲିମ୍ପିକ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିଥିବା ସମସ୍ତ ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଉଛି । କ୍ରୀଡା ପ୍ରତି ଅବଦାନ ଓ ଅନ୍ୟ କ୍ରୀଡାବିତଙ୍କୁ ପ୍ରେରଣା ଯୋଗାଇ ଥିବାରୁ ଦେଶ ସେମାନଙ୍କ ପାଇଁ ଗର୍ବିତ ।

ଆଉ କିଛି ସପ୍ତାହ ମଧ୍ୟରେ ଟୋକିଓରେ ଆରମ୍ଭ ହେବ । ପ୍ରତିଭାବାନ ଆଥଲେଟଙ୍କୁ ନେଇ ଗଠିତ ଆମ ଦଳକୁ ଅନେକ ଶୁଭେଚ୍ଛା ଜଣାଉଛି । ଅଲିମ୍ପିକ ଅବ୍ୟବହିତ ପୂର୍ବରୁ ମାଇଁଗଭ କ୍ୱିଜ ଆୟୋଜନ କରୁଛୁ । ମୁଁ ସମସ୍ତଙ୍କୁ ବିଶେଷ କରି ଯୁବ ବନ୍ଧୁମାନଙ୍କୁ ଏଥିରେ ଭାଗ ନେବାକୁ ନିବେଦନ କରୁଛି ।

ଟୋକିଓ ଅଲମ୍ପିକ ଟୋକିଓ ଅଲମ୍ପିକ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026
Latest News

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.