Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଟୀକାକରଣ କାର୍ଯ୍ୟକ୍ରମ: ଜାଣନ୍ତୁ ଆସନ୍ତାକାଲି କେଉଁ କେନ୍ଦ୍ରରେ ଦିଆଯିବ କେତେ ସଂଖ୍ୟକ ଡୋଜ
ଆଞ୍ଚଳିକ

ଚିଲିକାରେ ଟୀକାକରଣ କାର୍ଯ୍ୟକ୍ରମ: ଜାଣନ୍ତୁ ଆସନ୍ତାକାଲି କେଉଁ କେନ୍ଦ୍ରରେ ଦିଆଯିବ କେତେ ସଂଖ୍ୟକ ଡୋଜ

June 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆଜି ପାଖାପାଖି ଏଗାର ଶହ ଲୋକ ଟୀକା ନେଇଥିବା ବେଳେ ଆସନ୍ତାକାଲି ପାଇଁ ଏହାର ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇବା ନେଇ ସୂଚନା ମିଳିଛି। ବାଣପୁର ବ୍ଲକ ଏବଂ ଏନଏସିରେ ଆଜି ଭଳି ଆସନ୍ତାକାଲି ସମାନ ସଂଖ୍ୟକ ଟୀକା ଲୋକଙ୍କୁ ଦିଆଯିବ।

ହେଲେ ଚିଲିକା ବ୍ଲକ ଏବଂ ବାଲୁଗାଁ ଏନଏସିରେ ଆସନ୍ତାକାଲି ଟୀକା କରଣ ବନ୍ଦ ରହିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୫୦ ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

କିପରି ନେବେ:

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ

ଚିଲିକା ଟୀକାକରଣ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026
Latest News

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.