Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରିଲା ପ୍ରଧାନମନ୍ତ୍ରୀଙ୍କ ସହିତ ଜମ୍ମୁକାଶ୍ମୀର ସର୍ବଦଳୀୟ ବୈଠକ, ପୁଣି ରାଜ୍ୟ ମାନ୍ୟତା ସମ୍ଭାବନା
ଆଜିର ଖବର

ସରିଲା ପ୍ରଧାନମନ୍ତ୍ରୀଙ୍କ ସହିତ ଜମ୍ମୁକାଶ୍ମୀର ସର୍ବଦଳୀୟ ବୈଠକ, ପୁଣି ରାଜ୍ୟ ମାନ୍ୟତା ସମ୍ଭାବନା

June 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସ ଭବନରେ ଚାଲିଥିବା ଜମ୍ମୁକାଶ୍ମୀର ସର୍ବଦଳୀୟ ବୈଠକ ଶେଷ ହୋଇଛି। ଏହି ବୈଠକରେ ଜମ୍ମୁକାଶ୍ମୀରର 14 ଜଣ ନେତା ଯୋଗ ଦେଇଥିଲେ। ଏଥିସହିତ ଏଥିରେ ଗୃହମନ୍ତ୍ରୀ ଅମିତ ସାହା ମଧ୍ୟ ଉପସ୍ଥିତ ଥିଲେ। ଏଥିରେ ନେତାମାନେ ପୁଣିଥରେ ଜମ୍ମୁକାଶ୍ମୀରକୁ ରାଜ୍ୟ ମାନ୍ୟତା ପାଇଁ ଦାବୀ କରିଥିଲେ।

ଦୀର୍ଘ ସମୟ ଧରି ଚାଲିଥିବା ଏହି ବୈଠକରେ ରାଜ୍ୟର ନିର୍ବାଚନ ଉପରେ ମଧ୍ୟ ଆଲୋଚନା ହୋଇଥିଲେ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ନେତାଙ୍କୁ ଦିଲ୍ଲୀ ରୁ ଦିଲ୍ ଦୂରତା ହ୍ରାସ କରିବାର ଆବଶ୍ୟକ ବୋଲି କହିଥିଲେ।

ଜମ୍ମୁକାଶ୍ମୀର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

୧୫ ବର୍ଷ ପରେ ଟେବୁଲ ଟପର ହେଲା RCB: ଜାଣନ୍ତୁ ଇତିହାସରେ କେତେଥର ହେଲା ନମ୍ବର ୧

May 23, 2026

‘ଅନଲାଇନ୍ ପ୍ଲାଟଫର୍ମ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି’: କୋକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କ ଦାବି

May 23, 2026

ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ ଇରାନୀ ଆତଙ୍କବାଦୀ ଅଲ-ସାଦି !

May 23, 2026

ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

May 23, 2026
Latest News

୧୫ ବର୍ଷ ପରେ ଟେବୁଲ ଟପର ହେଲା RCB: ଜାଣନ୍ତୁ ଇତିହାସରେ କେତେଥର ହେଲା ନମ୍ବର ୧

May 23, 2026

‘ଅନଲାଇନ୍ ପ୍ଲାଟଫର୍ମ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି’: କୋକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କ ଦାବି

May 23, 2026

ପ୍ରଚୁର ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ରହିବା ସତ୍ତ୍ୱେ କାହିଁକି ବଢୁଛି ମୂଲ୍ୟ: ଜାଣନ୍ତୁ କାରଣ

May 23, 2026

ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ ଇରାନୀ ଆତଙ୍କବାଦୀ ଅଲ-ସାଦି !

May 23, 2026

ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.