Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଦଶମ ପରୀକ୍ଷା ଫଳ: ଉତ୍ତୀର୍ଣ୍ଣ ହେଲେ ୯୭.୮୯ ପ୍ରତିଶତ ଛାତ୍ରଛାତ୍ରୀ
ଆଜିର ଖବର

ପ୍ରକାଶ ପାଇଲା ଦଶମ ପରୀକ୍ଷା ଫଳ: ଉତ୍ତୀର୍ଣ୍ଣ ହେଲେ ୯୭.୮୯ ପ୍ରତିଶତ ଛାତ୍ରଛାତ୍ରୀ

June 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଦଶମ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ତେବେ ମୋଟ ୯୭.୮୯ ପ୍ରତିଶତ ଛାତ୍ରଛାତ୍ରୀ ଏହି ପରୀକ୍ଷାରେ ପାସ୍ କରିଛନ୍ତି। ସେହିପରି ଚଳିତ ବର୍ଷ ଏକ୍ସରେଗୁଲାରରେ ୮୮.୩୩ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

ଚଳିତ ମାଟ୍ରିକ ପରୀକ୍ଷାରେ ମୋଟ ୫ ଲକ୍ଷ ୭୪ ହଜାର ୧୨୫ ଜଣ ଛାତ୍ରଛାତ୍ରୀଙ୍କର ମୂଲ୍ୟାୟନ ହୋଇଥିବା ବେଳେ ୫ ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ହଜାର ୭୦୩ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ବିଫଳ ହୋଇଥିବା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ପାସ୍‌ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୬୫୬ ଜଣ ଏ-୧ ଗ୍ରେଡ୍‌ ପାଇଥିବା ବେଳେ, ୨୨ ହଜାର ୧୩୧ ଜଣ ଏ-୨ ଗ୍ରେଡ୍, ୫୨ ହଜାର ୧୯୯ ଜଣ ବି-୧ ଗ୍ରେଡ୍, ୯୪ ହଜାର ୪୭୫ ଜଣ ବି-୨ ଗ୍ରେଡ୍‌ ପାଇଛନ୍ତି। ସେହିଭଳି ଏକ୍ସରେଗୁଲାରରେ ୫୩ ହଜାର ୨୭୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୭ ହଜାର ୬୦ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।

୫୯୪୫ଟି ସ୍କୁଲରେ ଶତ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଚଳିତ ବର୍ଷ କୌଣସି ବିଦ୍ୟାଳୟରେ ଶୂନ୍ୟ ରେଜଲ୍ଟ ହୋଇନାହିଁ।

ଉଲ୍ଲେଖ ଯୋଗ୍ୟ ଯେ, ଏହି ପରୀକ୍ଷା ଫଳକୁ ନେଇ ଯେଉଁ ଛାତ୍ରଛାତ୍ରୀ ସନ୍ତୁଷ୍ଟ ନହେବେ, ସ୍ଥିତି ଠିକ ହେବା ପରେ ସେମାନେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ତେବେ ୱେବସାଇଟରେ ଏହାରରେଜଲ୍ଟ ଉପଲବ୍ଧ ହେଉଛି। www.bseodisha.ac.in ୱେବସାଇଟରେ ପରୀକ୍ଷା ଫଳ ଉପଲବ୍ଧ ହେଉଛି। ଏହାସହ www.bseodisha.nic.in ୱେବସାଇଟରେ ମଧ୍ୟ ପରୀକ୍ଷା ଫଳ ଛାତ୍ରଛାତ୍ରୀ ଦେଖିପାରିବେ। ଇଣ୍ଟରନେଟ୍ ସୁବିଧା ନଥିବା ଛାତ୍ରଛାତ୍ରୀମାନେ ଏସଏମଏସ ମାଧ୍ୟମରେ ପରୀକ୍ଷା ଫଳ ଜାଣିପାରିବେ। OR01<ROLL NO> ଲେଖି ଛାତ୍ରଛାତ୍ରୀମାନେ ୫୬୭୬୭୫୦କୁ ଏସଏମଏସ କଲେ ପରୀକ୍ଷା ଫଳ ମିଳିବ।

ଛାତ୍ରଛାତ୍ରୀ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଲା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

May 13, 2026

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026
Latest News

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026

୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ୧୪ଟି ଫସଲର ଏମଏସପି ବୃଦ୍ଧିକୁ କ୍ୟାବିନେଟ୍‌ ମଞ୍ଜୁରି

May 13, 2026

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.