Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକାଧିକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି, ମତଦାନ ବାଧାପ୍ରାପ୍ତ
ଆଜିର ଖବର

ଏକାଧିକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି, ମତଦାନ ବାଧାପ୍ରାପ୍ତ

April 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
many of these polling booth shows evm machine fault
many of these polling booth shows evm machine fault

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇସାରିଛି। ଭୋଟରମାନେ ୪ଲୋକସଭା ଓ ୨୮ ଟି ବିଧାନସଭା ପାଇଁ ମତଦାନ କରୁଛନ୍ତି। ତେବେ ରାଜ୍ୟର କେତେକ ନିର୍ବାଚନ ମଣ୍ଡଳୀର କେତେକ ବୁଥରେ ଇଭିଏମ୍‌ରେ ତ୍ରୁଟି ଯୋଗୁଁ ମତଦାନ ବିଳମ୍ବରେ ହୋଇଛି। ଇଭିଏମ୍ ତ୍ରୁଟି ଯୋଗୁଁ ଜୟପୁରର ପାରାବେଡା ହାଇସ୍କୁଲରେ ମତଦାନ ୪୫ ମିନିଟ ବିଳମ୍ବରେ ହୋଇଛି। ଚିକ୍ରକୋଣ୍ଡା ୟୁପି ସ୍କୁଲର ୨୧୧ ନମ୍ବର ବୁଥରେ ମଧ୍ୟ ମତଦାନ ବିଳମ୍ବ ହୋଇଛି। ମାଲକାନଗିରି ଜିଲ୍ଲାର ୧୦ଟି ବୁଥରେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଛି। ସେହିପରି ଗୁଣପୁର ପଦ୍ମପୁର ବ୍ଲକ ୧୧୨ ନମ୍ବର ବୁଥରେ ଭିଭିପାଟ୍‌ ଅଚଳ ହୋଇଥିବା ଜଣାପଡିଛି। ଜୁନାଗଡର କୁହୁରା ଓ କଣ୍ଟାମାଳ ବୁଥରେ ଭିଭିପାଟ୍‌ ଅଚଳ ହୋଇଛି। ଉମରକୋଟ ବ୍ଲକର ୨ ଟି ଓ ରାଇଘର ବ୍ଲକର ଗୋଟିଏ ବୁଥରେ ଇଭିଏମ୍‌ ଅଚଳ ହୋଇଯାଇଛି। ଇଭିଏମରେ ତ୍ରୁଟି ଓ ଭିଭିପାଟ୍‌ ଅଚଳ ହୋଇଥିବା କାରଣରୁ ଅନେକ ସ୍ଥାନରେ ମତଦାନ ବାଧାପ୍ରାପ୍ତ ହେଇଛି।

evmmachine thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026

ରେଳ ନିରାପତ୍ତା ବୃଦ୍ଧି ପାଇଁ ଏଆଇ ସଞ୍ଚାଳିତ ରୋବଟିକ୍ ସୁରକ୍ଷା ପ୍ଲାଟଫର୍ମ “ଡିଏସ୍‌ସି ଅର୍ଜୁନ” ର ଶୁଭାରମ୍ଭ 

July 22, 2026

ଛାତ୍ରଛାତ୍ରୀଙ୍କ ଉପରେ ଲାଠିଚାର୍ଜକୁ ବିରୋଧ କଲେ ଆନ୍ନା ହଜାରେ: ଆସନ୍ତାକାଲି କରିବେ ପ୍ରତିବାଦ

July 22, 2026
Latest News

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026

ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

July 22, 2026

ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.