Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୮ ହଜାର ୭୮୬ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୮ ହଜାର ୭୮୬ ଆକ୍ରାନ୍ତ

July 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୮ ହଜାର ୭୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪ ଲକ୍ଷ ୧୧ ହଜାର ୬୩୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୨୩ ହଜାର ୨୫୭ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026
Latest News

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.