Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୬ ହଜାର ୬୧୭ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୬ ହଜାର ୬୧୭ ଆକ୍ରାନ୍ତ

July 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Coronavirus.

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୬୧୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪ ଲକ୍ଷ୫୮ ହଜାର ୨୫୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୧୨ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୫ ଲକ୍ଷ ୪୮ ହଜାର ୩୦୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୯ ହଜାର ୩୭୪ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026
Latest News

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.