Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୩୨୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୩୨୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

July 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୩୨୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୪୦, କଟକରୁ ୫୨୮, ଯାଜପୁରରୁ ୨୫୬, ବାଲେଶ୍ବରରୁ ୨୨୦, ପୁରୀରୁ ୨୧୦, ଭଦ୍ରକରୁ ୧୫୭, ମୟୂରଭଞ୍ଜରୁ ୧୫୩, ଜଗତସିଂହପୁରରୁ ୧୫୨, ନୟାଗଡରୁ ୧୫୦, କେନ୍ଦ୍ରାପଡାରୁ ୧୩୦, କେନ୍ଦୁଝରରୁ ୧୧୨, ମାଲକାନାଗିରିରୁ ୭୮, ଅନୁଗୁଳରୁ ୭୧, ସୁନ୍ଦରଗଡରୁ ୬୬, କୋରାପୁଟରୁ ୫୧, ଢେଙ୍କାନାଳରୁ ୪୬, ରାୟଗଡାରୁ ୪୧, ବୌଦ୍ଧରୁ ୩୨, କନ୍ଧମାଳରୁ ୩୨, ନବରଙ୍ଗପୁରରୁ ୩୧, ସମ୍ବଲପୁରରୁ ୨୮, ସୋନପୁରରୁ ୨୭, ବରଗଡରୁ ୨୬, ବଲାଙ୍ଗୀରିରୁ ୨୨, ଗଜପତିରୁ ୨୨, କଳାହାଣ୍ଡିରୁ ୧୬, ଗଞ୍ଜାମରୁ ୧୪, ଝାରସୁଗୁଡାରୁ ୯, ଦେବଗଡରୁ ୩, ନୂଆପଡାରୁ ୩ ଏବଂ ଷ୍ଟେଟ ପୁଲରୁ ୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୯୪ ହଜାର ୧୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୪ ହଜାର ୬୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୯୦ ହଜାର ୭୭୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୯ ହଜାର ୬୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୨୪୭ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ଦୁଃଖଦ ଅଘଟଣ: ମାଛ ଧରିବାକୁ ଯାଇ ନାଳରେ ଭାସିଗଲେ ଯୁବକ

July 7, 2026

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026

ଚାଷଜମିର କ୍ଷୟକ୍ଷତି ଆକଳନ କରି ଚବିଶ ଘଣ୍ଟା ନ ପୂରୁଣୁ କ୍ଷତିପୂରଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

July 7, 2026
Latest News

କେନ୍ଦୁଝରରେ ଦୁଃଖଦ ଅଘଟଣ: ମାଛ ଧରିବାକୁ ଯାଇ ନାଳରେ ଭାସିଗଲେ ଯୁବକ

July 7, 2026

Health Tips: ସକାଳେ ଉଠିବା ମାତ୍ରେ ଫୋନ୍ ଦେଖୁଛନ୍ତି କି? ଜାଣନ୍ତୁ ମସ୍ତିଷ୍କ, ନିଦ ଓ ମାନସିକ ସ୍ୱାସ୍ଥ୍ୟ ଉପରେ କେମିତି ପଡ଼େ ପ୍ରଭାବ

July 7, 2026

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026

ଚାଷଜମିର କ୍ଷୟକ୍ଷତି ଆକଳନ କରି ଚବିଶ ଘଣ୍ଟା ନ ପୂରୁଣୁ କ୍ଷତିପୂରଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.