Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୪ ହଜାର ୭୦୩ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୪ ହଜାର ୭୦୩ ଆକ୍ରାନ୍ତ

July 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୪ ହଜାର ୭୦୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୬ ଲକ୍ଷ ୧୯ ହଜାର ୯୩୨ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩ ହଜାର ୨୮୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୭ ଲକ୍ଷ ୫୨ ହଜାର ୨୯୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୬୪ ହଜାର ୩୫୭ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଜନ ବିଶ୍ୱାସ ଅଧିନିୟମ ଅନ୍ତର୍ଗତ ରେଳବାଇ ଅଧିନିୟମ, ୧୯୮୯ ର ବିଭିନ୍ନ ଧାରାରେ ସଂଶୋଧନ

June 21, 2026

ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ, ବୟସ ନିର୍ବିଶେଷରେ ଯୋଗ ସମସ୍ତଙ୍କ “ଧ୍ୟାନ” ହେଉ: ଆଇନ ମନ୍ତ୍ରୀ

June 21, 2026

ପୂର୍ବତଟ ରେଳପଥ ପକ୍ଷରୁ ଉତ୍ସାହର ସହ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଆଜି ଟି-୨୦ ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

June 21, 2026
Latest News

ଜନ ବିଶ୍ୱାସ ଅଧିନିୟମ ଅନ୍ତର୍ଗତ ରେଳବାଇ ଅଧିନିୟମ, ୧୯୮୯ ର ବିଭିନ୍ନ ଧାରାରେ ସଂଶୋଧନ

June 21, 2026

ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ, ବୟସ ନିର୍ବିଶେଷରେ ଯୋଗ ସମସ୍ତଙ୍କ “ଧ୍ୟାନ” ହେଉ: ଆଇନ ମନ୍ତ୍ରୀ

June 21, 2026

ପୂର୍ବତଟ ରେଳପଥ ପକ୍ଷରୁ ଉତ୍ସାହର ସହ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଆଜି ଟି-୨୦ ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

June 21, 2026

ତିରୁଭଲ୍ଲୁରରେ ଅମୋନିଆ ଗ୍ୟାସ ଲିକ୍: ୭ ମହିଳାଙ୍କ ମୃତ୍ୟୁ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.