Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶରଧାବାଲିରେ ତିନି ରଥ, ମଙ୍ଗଳବାରରେ ତିନିଠାକୁରଙ୍କ ହେବ ଆଡପ ମଣ୍ଡପ ବିଜେ
ଆଜିର ଖବର

ଶରଧାବାଲିରେ ତିନି ରଥ, ମଙ୍ଗଳବାରରେ ତିନିଠାକୁରଙ୍କ ହେବ ଆଡପ ମଣ୍ଡପ ବିଜେ

July 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶରଧାବାଲିରେ ତିନି ରଥ, ମଙ୍ଗଳବାରରେ ତିନିଠାକୁରଙ୍କ ହେବ ଆଡପ ମଣ୍ଡପ ବିଜେ

ପୁରୀ, ବେଶ ଶାନ୍ତି ଶୃଙ୍ଖଳାର ସହିତ ଆଜି ତିନି ରଥ ଗୁଣ୍ଡିଚା ମନ୍ଦିର ସାମନା ଶରଧାବାଲିରେ ଦଣ୍ଡାୟମାନ ହୋଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଯାତ୍ରାର ସମସ୍ତ ନୀତିକାନ୍ତି ସଂପର୍ଣ୍ଣ ହୋଇଥିଲା। ଆସନ୍ତାକାଲି ମଙ୍ଗଳବାରରେ ରଥ ଉପରେ ତିନିଠାକୁରଙ୍କ ବିଭିନ୍ନ ନୀତି ସଂପର୍ଣ୍ଣ କରାଯିବ। ଆସନ୍ତାକାଲି ଆଡପ ଅଭଡା ମଧ୍ୟ ପୂଜା କରାଯିବ।

ଏହାପରେ ଅପରାହ୍ନରେ ତିନିଠାକୁରଙ୍କୁ ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରାଯିବ। ତେବେ କୋଭିଡ କଟକଣା ପାଇଁ ଆଡପ ଦର୍ଶନ ବନ୍ଦ କରାଯାଇଛି। ଫଳରେ ଠାକୁର ନଅ ଦିନ ଧରି ଆଡପ ମଣ୍ଡପରେ ରହିବା ପରେ ବାହୁଡାରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ।

ଆଡପମଣ୍ଡପ ବିଜେ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.