Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶରଦ ପାୱାର ହେବେ କି ଦେଶର ପରବର୍ତ୍ତୀ ରାଷ୍ଟ୍ରପତି: ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କଲେ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର
ଆଜିର ଖବର

ଶରଦ ପାୱାର ହେବେ କି ଦେଶର ପରବର୍ତ୍ତୀ ରାଷ୍ଟ୍ରପତି: ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କଲେ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର

July 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶରଦ ପାୱାର
ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ, ପୁଣେ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: କରୋନା ସଙ୍କଟ ଭିତରେ ଏବେ ଦେଶରେ ରାଜନୈତିକ ହଲଚଲ ମଧ୍ୟ ଆରମ୍ଭ ହୋଇଯାଇଛି। ଆସନ୍ତା ବର୍ଷ କେତୋଟି ରାଜ୍ୟରେ ବିଧାନସଭା ନିର୍ବାଚନ ସହ ରାଷ୍ଟ୍ରପତି ନିର୍ବାଚନ ମଧ୍ୟ ହେବ। ଏହା ସହ ଏବେଠାରୁ ମଧ୍ୟ ୨୦୨୪ ଲୋକସଭା ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡିକ ମଧ୍ୟରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ଦେଖାଯାଉଛି। ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ଗତକାଲି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ସହ ସାକ୍ଷାତ କରିବା ପରେ ଏହାର ଚର୍ଚ୍ଚା ଜୋର ଧରିଛି।

କୁହାଯାଉଛି କି, ବର୍ତ୍ତମାନ ସବୁ ବିରୋଧୀ ଦଳଗୁଡିକୁ ଏକାଠି କରିବା ପାଇଁ ପ୍ରଶାନ୍ତ କିଶୋର ଲାଗିପଡିଛନ୍ତି। ଏନସିପି ଅଧ୍ୟକ୍ଷ ଶରଦ ପାୱାରଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଛିଡା କରିବାକୁ ପ୍ରଶାନ୍ତ କିଶୋର ଯୋଜନା ପ୍ରସ୍ତୁତ କରୁଥିବା ଜଣାପଡିଛି।

ଉଲ୍ଲେଖାଯୋଗ୍ୟ ଯେ, ପଶ୍ଚିମବଙ୍ଗ ନିର୍ବାଚନ ପରେ ଶାରଦ ପାୱାରଙ୍କ ସହ ପ୍ରଶାନ୍ତ କିଶୋର ୩ ଥର ସାକ୍ଷାତ କରିଥିଲେ। ତେବେ ଆସନ୍ତା ବର୍ଷ ୨୦୨୨ ମସିହାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ସମାପ୍ତ ହେଉଛି। ତେଣୁ ତାଙ୍କ ପରେ ଦେଶର ନୂଆ ରାଷ୍ଟ୍ରପତି କିଏ ହେବ ତାହା ନେଇ ଏବେଠୁ ଆଲୋଚନା ଆରମ୍ଭ ହୋଇଯାଇଛି।

କରୋନା ସଙ୍କଟ ପରବର୍ତ୍ତୀ ରାଷ୍ଟ୍ରପତି ପ୍ରଶାନ୍ତ କିଶୋର ରାଜନୈତିକ ହଲଚଲ ରାଷ୍ଟ୍ରପତି ନିର୍ବାଚନ ରାହୁଲ ଗାନ୍ଧୀ ଶରଦ ପାୱାର
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026
Latest News

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.