Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୭ ଶହ ଲୋକକୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୭ ଶହ ଲୋକକୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

July 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୭ ଶହ ଲୋକଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ଯେଉଁଥିରେ ବାଣପୁର ବ୍ଲକ ଓ ଏନଏସିର ୪୦ ଜଣ ଗର୍ଭବତୀ ମହିଳା ପ୍ରଥମ ଡୋଜ ଟୀକା ନେବେ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୮୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୨୦ଡୋଜ)

୨- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୧୮୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୨୦ଡୋଜ)

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ (ବାଲୁଗାଁ ଏନଏସି)- ୧୦୦ ଡୋଜ

୨- ସୀଙ୍ଗେଶ୍ୱର ପ୍ରାଥମିକ ବିଦ୍ୟାଳୟ (ସୀଙ୍ଗେଶ୍ୱର ଗ୍ରା.ପ)- ୫୦ ଡୋଜ

୩- ବ୍ରାହ୍ମଣକୁଶଡିହ ବାତ୍ୟା ଆଶ୍ରୟସ୍ଥଳୀ (ଆଙ୍କୁଲା ଗ୍ରା.ପ)- ୫୦ ଡୋଜ

୪- କାଳିଜାଇ ୟୁଜି ଏମଇ ବିଦ୍ୟାଳୟ (ମାନସିଂହପୁର ଗ୍ରା.ପ)- ୫୦ ଡୋଜ

୫- ଚିଲିକା ଉଚ୍ଚ ବିଦ୍ୟାପୀଠ (ହାଟବରଡ଼ି ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା ଟୀକାକରଣ ବାଣପୁର ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ଭାରତରେ ବଢ଼ୁଛି ମଧୁମେହ-ମୋଟପାର ବୋଝ: ଜୀବନଶୈଳୀ ରୋଗ ନେଇ ବଢ଼ିଲା ଚିନ୍ତା

August 23, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.