Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାର ବିଶିଷ୍ଟ ସମାଜସେବୀ ତଥା ବାଲୁଗାଁ ଏନଏସିର ପୂର୍ବତନ ଅଧ୍ୟକ୍ଷ ଅଶୋକ ଦାସଙ୍କ ପରଲୋକ
ଆଞ୍ଚଳିକ

ଚିଲିକାର ବିଶିଷ୍ଟ ସମାଜସେବୀ ତଥା ବାଲୁଗାଁ ଏନଏସିର ପୂର୍ବତନ ଅଧ୍ୟକ୍ଷ ଅଶୋକ ଦାସଙ୍କ ପରଲୋକ

July 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଆଜି ଚିଲିକା ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ଅଶୋକ ଦାସଙ୍କ ପରଲୋକ ହୋଇଯାଇଛି। ଅଶୋକ ଦାସଙ୍କ ୭୦ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ୧୯୫୧ ମସିହା ଡିସେମ୍ବର ମାସ ୫ ତାରିଖରେ ବାଣପୁର ମାଟିର ବରପୁତ୍ର ସ୍ଵର୍ଗତ ବାମନ ଚରଣ ଦାସଙ୍କ କୋଳରୁ ଜନ୍ମିତ ଅଶୋକ ଚିଲିକା ଅଞ୍ଚଳରେ ଅନେକ ସଂଗଠନ ପାଇଁ କାର୍ଯ୍ୟ କରି ଜନ ସେବା କରୁଥିଲେ।

ଶ୍ରୀ ଦାସଙ୍କ ବିୟୋଗ ଯୋଗୁଁ ଚିଲିକା ଅଞ୍ଚଳ ପାଇଁ ଏକ ବଡ କ୍ଷତି ହୋଇଛି। ସେ ଅଞ୍ଚଳର ଅନେକ ସମାଜ ସେବା କାର୍ଯ୍ୟରେ ପ୍ରତ୍ୟେକ୍ଷ ଭାବେ ଜଡିତ ରହୁଥିଲେ। ଅଶୋକ ମଧ୍ୟ ଜଣେ ଜନପ୍ରିୟ ନେତା ଭାବେ ପରିଚିତ ଥିଲେ। ସେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବହୁ ବିକାଶ ମୂଳକ କାର୍ଯ୍ୟ କରିଥିଲେ। ଯାହା ଏବେ ବି ଲୋକଙ୍କ ମନରୁ ଲିଭିନି।

ଅଶୋକ ଦାସ ୧୯୯୨ ମସିହାରୁ ୧୯୯୭ ମସିହା ପର୍ଯ୍ୟନ୍ତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବହୁ ପ୍ରଶଂସା ଲାଭ କରିଥିଲେ। ଆଜି ଭୋର ୩ ଟା ସମୟରେ ନିଜ ବାସ ଭବନରେ ଅଶୋକ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଅଶୋକ ଦାସ ଚିଲିକା ନିର୍ବାଚନ ମଣ୍ଡଳୀ ପରଲୋକ ବିଶିଷ୍ଟ ସମାଜସେବୀ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ମନରେଗା ଦୁର୍ନୀତିରେ ବଡ଼ କାର୍ଯ୍ୟାନୁଷ୍ଠାନ, ୪୨ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଦୁଇ ଯନ୍ତ୍ରୀ ଗିରଫ

July 1, 2026

ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ନବରଙ୍ଗପୁର ୧୨ ଘଣ୍ଟିଆ ବନ୍ଦ: ମନ୍ତ୍ରୀଙ୍କ ଇସ୍ତଫା ଦାବି

July 1, 2026

ମହିଳାଙ୍କଠାରେ ଥାଇରଏଡ୍ ସମସ୍ୟା କାହିଁକି ଅଧିକ? ଜାଣନ୍ତୁ କାରଣ, ଲକ୍ଷଣ ଓ ସତର୍କତା

July 1, 2026

ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ରେ ‘ମହାନ ରେକର୍ଡ’ କରିବେ ଅଭିଷେକ ଶର୍ମା: ମାତ୍ର କିଛି ପାଦ ଦୂରରେ

July 1, 2026

ଜାଲ୍ ଦସ୍ତଖତ କରି ବ୍ୟାଙ୍କ ଖାତାରୁ ୫.୧୪ ଲକ୍ଷ ଟଙ୍କା ଲୁଟ୍

July 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.