Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୬୨୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୬୨୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୬୯୦ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୦ ହଜାର ୮୧୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୭ ହଜାର ୩୮୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୭୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୫୭୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧ ହଜାର ୬୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୩୨ ଜଣ, କଟକ ଜିଲ୍ଲାରୁ ୧୬୦ ଜଣ, ଅନୁଗୁଳ ଜିଲ୍ଲାରୁ ୪୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୯୩ ଜଣ, ବରଗଡ ଜିଲ୍ଲାରୁ ୧୧ ଜଣ, ଭଦ୍ରକ ଜିଲ୍ଲାରୁ ୭୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ ଜଣ, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ ଜଣ, ଯାଜପୁର ଜିଲ୍ଲାରୁ ୮୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪୭ ଜଣ, କେନ୍ଦୁଝର ଜିଲ୍ଲାରୁ ୨୯ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମାଲକାନାଗିରି ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୩୮ ଜଣ, ପୁରୀ ଜିଲ୍ଲାରୁ ୯୬ ଜଣ, ରାୟଗଡା ଜିଲ୍ଲାରୁ ୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୋନପୁର ଜିଲ୍ଲାରୁ ୨୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୨ ଜଣ ଏବଂ ଷ୍ଟେଟ ପୁଲରୁ ୧୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026
Latest News

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.