Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୩୮ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୩୮ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ

August 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୩୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୦ ଲକ୍ଷ ୩୬ ହଜାର ୫୧୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୯ ହଜାର ୧୯୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୨ ଲକ୍ଷ ୨୦ ହଜାର ୯୮୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୬ ହଜାର ୩୫୧ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ବାପା ପୁଅକୁ ହତ୍ୟା ଉଦ୍ୟମ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 21, 2026

ସ୍ପିନର ନା ପେସର?: କାହାକୁ ସହାୟକ ହେବ କଲମ୍ବୋ ପିଚ୍ 

August 21, 2026

ରକ୍ଷାବନ୍ଧନରେ ୪ ହଜାର ଟଙ୍କା ପାଇବେ ଚାଷୀ?: ଜାଣନ୍ତୁ ସତ୍ୟତା

August 21, 2026

‘ରାହୁଲ ଗାନ୍ଧୀଙ୍କ ପକ୍ଷରୁ କୌଣସି ଅଭିଯୋଗ ହୋଇନାହିଁ’: ଧାରଣା ମଧ୍ୟରେ ଦିଲ୍ଲୀ ପୋଲିସର ଦାବି

August 21, 2026
Latest News

ବାପା ପୁଅକୁ ହତ୍ୟା ଉଦ୍ୟମ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 21, 2026

ସ୍ପିନର ନା ପେସର?: କାହାକୁ ସହାୟକ ହେବ କଲମ୍ବୋ ପିଚ୍ 

August 21, 2026

ରକ୍ଷାବନ୍ଧନରେ ୪ ହଜାର ଟଙ୍କା ପାଇବେ ଚାଷୀ?: ଜାଣନ୍ତୁ ସତ୍ୟତା

August 21, 2026

‘ରାହୁଲ ଗାନ୍ଧୀଙ୍କ ପକ୍ଷରୁ କୌଣସି ଅଭିଯୋଗ ହୋଇନାହିଁ’: ଧାରଣା ମଧ୍ୟରେ ଦିଲ୍ଲୀ ପୋଲିସର ଦାବି

August 21, 2026

ଟିମ୍ ଇଣ୍ଡିଆର ବାଂଲାଦେଶ ଗସ୍ତ ସମ୍ପର୍କରେ ଆସିଲା ଅପଡେଟ: ସିରିଜ କେବେ ଖେଳାଯିବ?

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.