Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଲର୍ଡସ୍‌ରେ ଇଂଲଣ୍ଡ ବିପକ୍ଷରେ ଭାରତର ଐତିହାସିକ ବିଜୟ
ଅନ୍ତରାଷ୍ଟ୍ରୀୟ

ଲର୍ଡସ୍‌ରେ ଇଂଲଣ୍ଡ ବିପକ୍ଷରେ ଭାରତର ଐତିହାସିକ ବିଜୟ

August 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲର୍ଡସ୍‌ରେ ଇଂଲଣ୍ଡ ବିପକ୍ଷରେ ଭାରତର ଐତିହାସିକ ବିଜୟ

ନୂଆଦିଲ୍ଲୀ, ଲର୍ଡସ ଗ୍ରାଉଣ୍ଡରେ ଇତିହାସ ରଚିଲା ଭାରତ। ଦ୍ରୁତ ବୋଲରଙ୍କ ବଳରେ ଭାରତ ଇଂଲଣ୍ଡକୁ ୧୫୧ ରନରେ ପରାସ୍ତ କରିଛି । ଏଥିସହ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଭାରତ ୧-୦ରେ ଅଗ୍ରଣୀ ହାସଲ କରିଛି।

ମ୍ୟାଚ୍‌ର ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ମ୍ୟାଚ୍‌ରେ ଇଂଲଣ୍ଡର ପଲ୍ଲା ଭାରି ରହିଥିଲା। ପଞ୍ଚମ ଦିନରେ ବାଜି ଓଲଟିଲା। ଶେଷ ଦିନରେ ଭାରତ ମହମ୍ମଦ ଶାମିଙ୍କ ୫୬ ଏବଂ ବୁମରାଙ୍କ ୩୪ ରନ ବଳରେ ୮ ଓ୍ଵିକେଟ୍ ହରାଇ ୨୯୮ ରନ କରି ଇନିଂସ ଘୋଷଣା କରିଥିଲା।

ପ୍ରଥମ ଇନିଂସରେ ୨୭ ରନରେ ଅଗ୍ରଣୀ ହାସଲ କରିଥିବାରୁ ଇଂଲଣ୍ଡ ସମ୍ମୁଖରେ ୨୭୨ ରନର ବିଜୟ ଲକ୍ଷ୍ୟ ମିଳିଥିଲା। ଲାଗୁଥିଲା ମ୍ୟାଚ୍ ଡ୍ର ହୋଇଯିବ। କାରଣ ଖେଳ ଆଉ ଦୁଇ ସେସନ ବାକି ରହିଥିଲା। କିନ୍ତୁ ପରେ ଯାହା ଘଟିଲା ତାହା ଇତିହାସ ହୋଇ ରହିଗଲା।

ଇଂଲଣ୍ଡ ଭାରତର ଦ୍ରୁତ ବୋଲରଙ୍କ ଘାତକ ବୋଲିଂର ମୁକାବିଲା କରିନପାରି ୧୨୦ ରନରେ ଅଲଆଉଟ୍ ହୋଇଛି। ଭାରତ ପକ୍ଷରୁ ମହମ୍ମଦ ସିରାଜ, ଯଶପ୍ରୀତ ବୁମରାଙ୍କ ଘାତକ ବୋଲିଂ କରି ଭାରତକୁ ଅବିଶ୍ଵସନୀୟ ବିଜୟ ଦେଇଛନ୍ତି। ସିରାଜ ୪, ବୁମରା ୩, ଇଶାନ୍ତ ୨ ଓ ଶାମି ୧ ଓ୍ଵିକେଟ୍ ନେଇ ଦଳକୁ ଜିତାଇଛନ୍ତି।

ଟେଷ୍ଟ ସିରିଜ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026
Latest News

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.