Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ପୁରାଣ ପୃଷ୍ଠାରେ ରକ୍ଷା ବନ୍ଧନର ମହତ୍ବ ରହିଛି ବେଶ୍ ଗୁରୁତ୍ବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଧର୍ମ

ପୁରାଣ ପୃଷ୍ଠାରେ ରକ୍ଷା ବନ୍ଧନର ମହତ୍ବ ରହିଛି ବେଶ୍ ଗୁରୁତ୍ବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

August 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

Raksha Bandhan: ରକ୍ଷା ବନ୍ଧନ ବା ରାକ୍ଷୀ ପୂର୍ଣ୍ଣିମା ସାଧାରଣତଃ ଶ୍ରାବଣ ପୂର୍ଣ୍ଣିମାରେ ପାଳନ କରାଯାଇଥାଏ। ଏହି ଦିନଟି ହିନ୍ଦୁମାନଙ୍କର ଏକ ବଡ ପର୍ବ ଭାବେ ପରିଚିତ। ଏହିଦିନ ଭାଇଭଉଣୀଙ୍କ ପବିତ୍ର ସଂପର୍କର ଦିନ ହିସାବରେ ଗଣା ଯାଇଥାଏ। ତେବେ ଏହି ରାକ୍ଷା ବନ୍ଧନ ନେଇ ପୁରାଣରେ ଅନେକ କଥା ରହିଛି। ସେ ମଧ୍ୟରେ ଅସୁର ସମ୍ରାଟ ବଳିଙ୍କ ସହ ମା ଲକ୍ଷ୍ମୀ ଏବଂ ଶ୍ରୀକୃଷ୍ଣ ସହ ଦ୍ରୌପଦୀଙ୍କ କାହାଣୀ ବେଶ୍ ଲୋକପ୍ରିୟ।

ବିଷ୍ଣୁପୁରାଣ ରକ୍ଷା ବନ୍ଧନ- ଅସୁର ସମ୍ରାଟ ବଳି, ଭଗବାନ ବିଷ୍ଣୁଙ୍କର ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜ ପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ ।

ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।

ମହାଭାରତରେ ରକ୍ଷା ବନ୍ଧନ- ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି। କାହାଣୀଟି ହେଲା କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ଶ୍ରୀକୃଷ୍ଣଙ୍କ ରକ୍ତ ବନ୍ଦ ହେଇଯାଇଥିଲା ।

ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

Raksha Bandhan ରକ୍ଷା ବନ୍ଧନ ରାକ୍ଷୀ ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Latest News

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.