Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ, ତଦନ୍ତ ଅଭିଯାନ ଜାରି
ଅପରାଧ

ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ, ତଦନ୍ତ ଅଭିଯାନ ଜାରି

August 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ
ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

ଜମ୍ମୁ: ଆଜି ଜମ୍ମୁ କାଶ୍ମୀରର ଅବନ୍ତିପୋରା ପାମ୍ପୋର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛି’। ବର୍ତ୍ତମାନ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରି ରହିଛନ୍ତି ଏବଂ ଏନକାଉଣ୍ଟର ଜାରି ରହିଛି।

ଜମ୍ମୁ-କାଶ୍ମୀର ପୋଲିସର ସୂଚନା ଅନୁଯାୟୀ, ପାମ୍ପୋର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ମିଳିଥିଲା। ଏହା ପରେ ଯେତେବେଳେ ଆମର ଯବାନମାନେ ତଦନ୍ତ ଅଭିଯାନ ଆରମ୍ଭ କରିଥିଲେ। ହେଲେ ହଠାତ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାପରେ ସୁରକ୍ଷା ବାହିନୀ ମଧ୍ୟ ଆକ୍ରମଣ ଆରମ୍ଭ କରିଦେଇଥିଲେ। ଯେଉଁଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା। ମୃତ ଆତଙ୍କବାଦୀ କିଏ ଏବଂ କେଉଁ ଆତଙ୍କବାଦୀ ଗୋଷ୍ଠୀ ସହ ସେ ସମ୍ପୃକ୍ତ ଅଛନ୍ତି, ଏହାର ସୂଚନା ଏପର୍ଯ୍ୟନ୍ତ ଜଣାପଡିନାହିଁ।

ଆତଙ୍କବାଦୀ ନିହତ ଏନକାଉଣ୍ଟର ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.