Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଆସନ୍ତାକାଲି ୧ ହଜାର ୭୧୦ ନାଗରିକ ନେବେ ଟୀକା: ବାଣପୁରର ଦୁଇଟି ନୂଆ କେନ୍ଦ୍ରରେ କରାଗଲା ବ୍ୟବସ୍ଥା
ଆଞ୍ଚଳିକ

ଚିଲିକାରେ ଆସନ୍ତାକାଲି ୧ ହଜାର ୭୧୦ ନାଗରିକ ନେବେ ଟୀକା: ବାଣପୁରର ଦୁଇଟି ନୂଆ କେନ୍ଦ୍ରରେ କରାଗଲା ବ୍ୟବସ୍ଥା

August 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ଅଗଷ୍ଟ ୨୫ ତାରିଖ) ରେ ୧ ହଜାର ୭୧୦ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଥିବାବେଳେ ବାଣପୁରର ୫ ଟି ଟୀକା କେନ୍ଦ୍ରରେ ସବୁ ବର୍ଗର ନାଗରିକମାନେ ଅନଲାଇନ ସ୍ଲଟ ବୁକିଂ କରି ଟୀକା ନେଇପାରିବେ। ଏ ନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- ଟିକିରାଇ ୟୁଜିଏମଇ ବିଦ୍ୟାଳୟ:

୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ- ୭୦ ଟି ପ୍ରଥମ ଡୋଜ ଏବଂ ୩୦ ଟି ଦ୍ଵିତୀୟ ଡୋଜ

୨- କୃତିବାସ ଭବନ:

ପ୍ରଥମ ଡୋଜ- ୮୦ (କେବଳ ୧୮-୪୪ ବର୍ଷୀୟ ନାଗରିକ), ଗର୍ଭବତୀ ମହିଳା – ୨୦ ଟି ପ୍ରଥମ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୫- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୧୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ଅଫଲାଇନ ଟୀକାକରଣ:

୬- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭- ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୮୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ନନ୍ଦପୁର ( ମେଘାମ୍ବରୀ ମନ୍ଦିର ପାଖ ଗୃହ)– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ତେବେ ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୮.୩୦ରୁ ଟୀକାକରଣ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- ବାଲୁଗାଁ ଏନଏସି ଅଡ଼ିଟୋରିଅମ ହଲ୍– ୧୫୦ ଡୋଜ

୨- ଇଞ୍ଜନପୁର ୟୁପି ସ୍କୁଲ (ଅଠରବାଟିଆ ଗ୍ରାପ)– ୧୩୦ ଡୋଜ

୩- ହରିପୁର ନୂଆ ପଞ୍ଚାୟତ ଗୃହ (ହରିପୁର ଗ୍ରାପ)- ୧୨୦ ଡୋଜ

୪- ଜରିପଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (ଜରିପଡା ଗ୍ରାପ)- ୧୫୦ ଡୋଜ

୫- ସୋରଣ ପ୍ରାଥମିକ ବିଦ୍ୟାଳୟ(ସୋରଣ ଗ୍ରାପ)- ୧୫୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଅନଲାଇନ ଚିଲିକା ନିର୍ବାଚନମଣ୍ଡଳୀ ଟୀକାକରଣ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ଖରାଦିନେ ଗର୍ଭବତୀ ମହିଳା କିପରି ନେବେ ଯତ୍ନ?: ଜାଣନ୍ତୁ

May 31, 2026

ସୁସ୍ଥ ଜୀବନଶୈଳୀ ଦ୍ଵାରା ରୋକି ହେବ କର୍କଟ ରୋଗ, ଜାଣନ୍ତୁ କିପରି ?

May 31, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.