Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୭୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୭୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

August 28, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୫୪ ଜଣ ଚିହ୍ନଟ ହୋଇଥିବା ବେଳେ ୩୨୫ ଟି ଲୋକାଲ କେସ୍‌ ରହିଛ। ୭୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ ଜଣ ୦ ରୁ ୧୮ ବର୍ଷ ବର୍ଗର ପିଲାମାନେ ଆକ୍ରାନ୍ତ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫ ହଜାର ୬୫୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୯ ହଜାର ୮୪୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୯୯୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୬୯୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୭୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୯ ଜଣ, କଟକ ଜିଲ୍ଲାରୁ ୮୪ ଜଣ, ଅନୁଗୁଳ ଜିଲ୍ଲାରୁ ୨୦, ବାଲେଶ୍ଵର ଜିଲ୍ଲାରୁ ୫୯ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତି ୧, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ଯାଜପୁର ଜିଲ୍ଲାରୁ ୩୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୭, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୫, କେନ୍ଦ୍ରାପଡା ଜିଲ୍ଲାରୁ ୨୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ ଜଣ, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନୟାଗଡ ଜିଲ୍ଲାରୁ ୧୮ ଜଣ, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୩୯ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୨୦ ଜଣ ଏବଂ ଷ୍ଟେଟ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026
Latest News

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.