Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କାବୁଲ ବିସ୍ଫୋରଣର ପ୍ରତିଶୋଧ ନେଲା ଆମେରିକା: ଆଇଏସ୍ ଆତଙ୍କବଦୀଙ୍କ ଉପରେ କଲା ଏୟାର ଷ୍ଟ୍ରାଇକ
ଅନ୍ତରାଷ୍ଟ୍ରୀୟ

କାବୁଲ ବିସ୍ଫୋରଣର ପ୍ରତିଶୋଧ ନେଲା ଆମେରିକା: ଆଇଏସ୍ ଆତଙ୍କବଦୀଙ୍କ ଉପରେ କଲା ଏୟାର ଷ୍ଟ୍ରାଇକ

August 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଫଗାନିସ୍ତାନର ରାଜଧାନୀ କାବୁଲ ଉପରେ ବୋମା ପକାଇଥିବା ଆତଙ୍କବାଦୀ ସଂଗଠନ ଆଇଏସଆଇଏସ ବିରୋଧରେ ଆମେରିକା ଏକ ବଡ ପଦକ୍ଷେପ ନେଇଛି। ଆଫଗାନିସ୍ତାନରେ ଆଇଏସ୍ ଟାର୍ଗେଟ ଉପରେ ଆମେରିକା ଡ୍ରୋନ୍ ଷ୍ଟ୍ରାଇକ୍ କରିଛି। କାବୁଲ ବିସ୍ଫୋରଣରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୩ ଜଣ ଆମେରିକୀୟ ସୈନିକଙ୍କ ସମେତ ୧୦୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏହାପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ କହିଥିଲେ ଯେ, ଆତଙ୍କବାଦୀମାନଙ୍କୁ ଆମେ ଖୋଜି ଖୋଜି ମାରିବୁ।

ଆଫଗାନିସ୍ତାନ-ପାକିସ୍ଥାନ ସୀମା ନିକଟ ନଙ୍ଗରହାର ପ୍ରଦେଶରେ ଆମେରିକା ଏହି ବୋମା ବିସ୍ଫୋରଣ କରିଛି। ଏହି ଆକ୍ରମଣରେ କାବୁଲ ବିସ୍ଫୋରଣର ମାଷ୍ଟରମାଇଣ୍ଡ ନିହତ ହୋଇଥିବା ସୂଚନା ରହିଛି। କାବୁଲ ବିସ୍ଫୋରଣ ପରେ ଆମେରିକା ପ୍ରବଳ ଚାପରେ ଥିଲା।

ଉଲ୍ଲେଖ ଯୋଗ୍ୟ ଯେ, କାବୁଲ ବିମାନବନ୍ଦର ବାହାରେ ବିସ୍ଫୋରଣ ଯୋଗୁଁ ୧୦୦ ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ। ଯେଉଁଥିରେ ୯୦ ଜଣ ଆଫଗାନିସ୍ତାନର ନାଗରିକ ଥିଲେ। ଏଥିସହ ଏକ ଶହ ପଚାଶରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆମେରିକାର ଅଧିକାରୀଙ୍କ ଅନୁଯାୟୀ ଏହି ବିସ୍ଫୋରଣରେ ୧୩ ଜଣ ଆମେରିକୀୟ ସୈନିକ ମଧ୍ୟ ପ୍ରାଣ ହରାଇଛଥିଲେ।

ଆମେରିକା ଏୟାର ଷ୍ଟ୍ରାଇକ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026
Latest News

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.