Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କାବୁଲ ବିମାନବନ୍ଦର ନିକଟରେ ଆଉ ଏକ ବଡ଼ ବିସ୍ଫୋରଣ: ଆମେରିକା ପୂର୍ବରୁ କରିଥିଲା ସତର୍କ
ଅନ୍ତରାଷ୍ଟ୍ରୀୟ

କାବୁଲ ବିମାନବନ୍ଦର ନିକଟରେ ଆଉ ଏକ ବଡ଼ ବିସ୍ଫୋରଣ: ଆମେରିକା ପୂର୍ବରୁ କରିଥିଲା ସତର୍କ

August 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କାବୁଲ ସହରରେ ଏକ ବଡ଼ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ କେତେ କ୍ଷୟକ୍ଷତି ହୋଇଛି ତାହା ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ। ବିମାନବନ୍ଦର ନିକଟରେ କଳା ଧୂଆଁ ଦୃଶ୍ୟମାନ ହେଉଛି। ଏପର୍ଯ୍ୟନ୍ତ କୌଣସି ସଂସ୍ଥା ଏହି ଘଟଣାର ଦାୟୀ ବୋଲି ଦାବି କରିନାହାଁନ୍ତି। ଏହାପୂର୍ବରୁ ୨୬ ଅଗଷ୍ଟରେ କାବୁଲ ବିମାନବନ୍ଦରରେ ଦୁଇଟି ସିରିଏଲ ବିସ୍ଫୋରଣ ହୋଇଥିଲା ଯେଉଁଥିରେ ୧୭୦ ଜଣଙ୍କର ମୃତ୍ୟୁ ଘଟିଥିଲା।

ଆମେରିକାର ରାଷ୍ଟ୍ରପତି ଜୋ ବିଡେନ ଚେତାବନୀ ଦେଇଥିଲେ ଯେ, ଆତଙ୍କବାଦୀମାନେ ଆସନ୍ତା ୨୪ ରୁ ୩୬ ଘଣ୍ଟା ମଧ୍ୟରେ ପୁଣି ଥରେ କାବୁଲ ବିମାନବନ୍ଦରକୁ ଟାର୍ଗେଟ କରିପାରନ୍ତି। ଆମେରିକାର ଏହି ଚେତାବନୀ ପରେ ପୁଣି ଏକ ବିସ୍ଫୋରଣ ଘଟିଛି।

ଅଗଷ୍ଟ ୨୬ ତାରିଖରେ କାବୁଲ ବିସ୍ଫୋରଣ ପାଇଁ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ଦାୟୀ ବୋଲି କହିଥିଲେ। ଏହା ପରେ ଆଫଗାନିସ୍ତାନରେ ଆଇଏସ୍ ଟାର୍ଗେଟ ଉପରେ ଆମେରିକା ଡ୍ରୋନ୍ ଆକ୍ରମଣ କରିଥିଲା। ଏହାପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ କହିଥିଲେ ଯେ ଆତଙ୍କବାଦୀମାନଙ୍କୁ ଆମେ ଖୋଜି ଖୋଜି ମାରିବୁ।

ଆମେରିକା କାବୁଲ ବିମାନବନ୍ଦର ବିସ୍ଫୋରଣ ସତର୍କ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026
Latest News

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.