Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ କୁ ବୃଦ୍ଧି

August 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡି ଏବଂ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୧୧୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୧ ହଜାର ୬୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୫୨୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.